ବ୍ୟବସାୟିକ ସମ୍ପ୍ରସାରଣ କରିବ ଟ୍ରୁଫ୍ଲୋ

ନୂଆଦିଲ୍ଲୀ,୨୪।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ପ୍ଲାଷ୍ଟିକ ପାଇପ ଓ ଫିଟିଙ୍ଗ ବ୍ରାଣ୍ଡ୍‌ ହିନ୍ଦଓୟାରର ସହଯୋଗୀ ସଂସ୍ଥା ଟ୍ରୁଫ୍ଲୋ’ର ବ୍ୟବସାୟିକ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ୨ ୟୁନିଟ୍‌ରୁ ପିଟିଏମ୍‌ଟି ଫଉସେଟ, ଫ୍ଲଶ ଟ୍ୟାଙ୍କ, ସିଟ୍‌ କଭରିଂ ଓ ଅନ୍ୟାନ୍ୟ ଉପକରଣ ପ୍ରସ୍ତୁତ କରାଯାଉଛି। ବିଶେଷକରି ଟ୍ରୁଫ୍ଲୋ ୧୪ ପ୍ରକାର ଡିଜାଇନ ପିଟିଏମଟି ଫଉସେଟ ଏବଂ ୬ ପ୍ରକାରର ଫ୍ଲଶ ଟ୍ୟାଙ୍କ ପ୍ରସ୍ତୁତ କରୁଛି। ଅପରପକ୍ଷରେ କମ୍ପାନୀ ନୂଆ ବାଥ୍‌ ଫିଟିଂ ପରିସର ୧୦୦% ଖାଦ୍ୟ ଗ୍ରେଡ ସାମଗ୍ରୀ ସହ ନୂଆ ଓ ଉନ୍ନତ ସ୍ଥାୟିତ୍ୱ ତଥା ଉନ୍ନତ କାର୍ଯ୍ୟଦକ୍ଷତା ନିଶ୍ଚିତ କରିବାକୁ ଇଞ୍ଜିନିୟରିଂ ଥର୍ମୋପ୍ଲାଷ୍ଟିକ ପଲିମର ସହ ସଜ୍ଜିତ ରହିଛି, ଏପରିକି ଏହାର ପରିସର ଓ ନୂଆ ଉତ୍ପାଦ ବର୍ଗର ଯୋଗକୁ ସମର୍ଥନ କରିବା ପାଇଁ ଉକ୍ତ ସୁବିଧା କେନ୍ଦ୍ରରୁ ୩୦,୦୦୦ ଟନ୍‌ରୁ ୪୮,୦୦୦ ଟନ୍‌ ପର୍ଯ୍ୟନ୍ତ କ୍ଷମତାକୁ ବିସ୍ତାର କରିବ। ସେହିଭଳି ଟ୍ରୁଫ୍ଲୋ ହାଇଦ୍ରାବାଦର ଇସାନପୁରର ୨ୟ ଉପତ୍ାଦନ ସୁବିଧା କେନ୍ଦ୍ରରୁ ବ୍ୟବସାୟିକ ଉତ୍ପାଦନ ଆରମ୍ଭ କରୁଛି। ଏ ସମ୍ପର୍କରେ ଟ୍ରୁଫ୍ଲୋ‘ର ସିଇଓ ରାଜେଶ ପାଜନୁ କହିଛନ୍ତି, ପିଟିଏମଟି ଫଉସେଟ ସେଗମେଣ୍ଟରେ ଭେଞ୍ଚର କରିବା ଆମ ପୋର୍ଟଫୋଲିଓର ଏକ ପ୍ରାକୃିତକ ବିସ୍ତାର ଅଟେ। କାରଣ ଆମେ ଗ୍ରାହକଙ୍କୁ ସେମାନଙ୍କ ସମସ୍ତ ପ୍ଲମ୍ବିଂ ଆବଶ୍ୟକତା ପାଇଁ ଏକମାତ୍ର ସମାଧାନ ଭାବରେ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛୁ, ଆମେ ଭାରତରେ ଆମର ୨ୟ ଉତ୍ପାଦନ ସୁବିଧା ଆରମ୍ଭ କରିଥିବାରୁ ବହୁତ ଖୁସି ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri