ପୁଣିଥରେ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ, କହିଲେ ଆମେ ଭାରତର ଖୁବ ନିକଟତର

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି ଏବଂ ନିଜକୁ ଭାରତର ବହୁତ ନିକଟତର ବୋଲି କହିଛନ୍ତି। ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତ ବିଷୟରେ ପଚରାଯିବାରୁ ଟ୍ରମ୍ପ କହିଥିଲେ, ‘ମୁଁ ଭାରତର ବହୁତ ନିକଟତର, ମୁଁ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ବହୁତ ନିକଟତର। ମୁଁ ଗତକାଲି ତାଙ୍କ ସହ କଥା ହୋଇଥିଲି। ମୁଁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲି। ଆମର ବହୁତ ଭଲ ସମ୍ପର୍କ ଅଛି।’
ଟ୍ରମ୍ପଙ୍କ ବକ୍ତବ୍ୟ ପୁଣି ଥରେ ଭାରତ-ଆମେରିକା ସମ୍ପର୍କର ଶକ୍ତି ଏବଂ ମୋଦିଙ୍କ ସହ ତାଙ୍କର ବ୍ୟକ୍ତିଗତ ସମ୍ପର୍କକୁ ଉଜ୍ଜ୍ୱଳ କରିଛି। ଶୁଳ୍କ ଉତ୍ତେଜନା ପରେ ଏହା ଚତୁର୍ଥ ଥର ପାଇଁ ଟ୍ରମ୍ପ ଭାରତ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଷୟରେ ଉଚ୍ଚ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri