ସମସ୍ତଙ୍କୁ ଖାଇବା ପାଇଁ ଦେବାକୁ କହି ବିଲ୍‌ ଦେଲେନି ଟ୍ରମ୍ପ

ଓ୍ବାଶିଂଟନ,୧୭ା୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋପନୀୟ ତଥ୍ୟକୁ ନେଇ ଅଭିଯୋଗର ସମ୍ମୁଖୀନ ହେଉଛନ୍ତି। ଟ୍ରମ୍ପ ଫ୍ଲୋରିଡାର ମିଆମିରେ କୋର୍ଟରେ ହାଜର ହୋଇଥିଲେ। ଟ୍ରମ୍ପ କୋର୍ଟରେ ହାଜର ହେବା ପରେ ଲିଟିଲ ହାଭାନାର ଏକ କ୍ୟୁବା ରେଷ୍ଟୁରାଣ୍ଟରେ ଅଟକି ଯାଇଥିଲେ। ଟ୍ରମ୍ପଙ୍କ ସହିତ ସେଠାରେ ଥିବା ଜନତା ବହୁତ ଖୁସି ଥିବା ପରି ମନେ ହେଉଥିଲେ। ଟ୍ରମ୍ପ ଖୁସିରେ ସମସ୍ତଙ୍କ ପାଇଁ ଖାଦ୍ୟ ଦେବେ ବୋଲି କହିଥିଲେ। କିନ୍ତୁ ସୋସିଆଲ ମିଡିଆରେ କୁହାଯାଉଛି କି, ଟ୍ରମ୍ପ କାହାର ଖାଦ୍ୟ ବିଲ୍‌ ପେମେଣ୍ଟ କରିନାହାନ୍ତି।

ସୋସିଆଲ ମିଡିଆରେ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କୁ ଖୁବ୍‌ ଟ୍ରୋଲ୍‌ କରାଯାଉଛି। ଟୁଇଟର ୟୁଜର କହୁଛନ୍ତି, ଟ୍ରମ୍ପଙ୍କ ସମର୍ଥକଙ୍କୁ ଖାଲି ହାତରେ ଯିବାକୁ ପଡ଼ିବ। ସେ ଖାଦ୍ୟ ଖାଇବାକୁ ଦେଇଥିଲେ ସତ କିନ୍ତୁ ବିଲ୍‌ ନ ଦେଇ ଚାଲିଗଲେ। ଲୋକମାନେ ଅତୀତ ବିଷୟରେ ମନେ ପକାଇ କହିଥିଲେ, ‘ଠିକ ସେହିପରି ଯେତେବେଳେ ସେ ତାଙ୍କର ଗୋଟିଏ ରାଲିରେ ଲୋକଙ୍କୁ ଶୀତରେ ବାହାରେ ଛାଡ଼ିଥିଲେ ଏବଂ ଲୋକଙ୍କୁ ଘରକୁ ନେବା ପାଇଁ ବସ୍‌ ବ୍ୟବସ୍ଥା ମଧ୍ୟ କରି ନ ଥିଲେ।’


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri