କେଉଁ ମାଂସ ଖାଇବାକୁ ଭଲ ପାଆନ୍ତି ଟ୍ରମ୍ପ, ଜାଣି ତାଜୁବ ହେବେ…

ଓ୍ବାଶଂଟନ୍‌,୧୧।୮: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଐତିହାସିକ ବିଜୟ ହାସଲ କରିଛନ୍ତି। ସାରା ବିଶ୍ବରେ ଟ୍ରମ୍ପଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି । ତାଙ୍କର ପରିବାର, ସମ୍ପତ୍ତି ଓ ସଉକ ଠାରୁ ଆରମ୍ଭ କରି ତାଙ୍କର ଖାଦ୍ୟ ପାନୀୟ ଯାଏ ମଧ୍ୟ ଚର୍ଚ୍ଚା ହେଉଛି। ଜାଣି ଆଶ୍ଚର୍ଯ୍ୟ ହେବେ ଟ୍ରମ୍ପଙ୍କ ଡାଏଟ ମଧ୍ୟ ଖୁବ ସ୍ବତନ୍ତ୍ର । ଡୋନାଲ୍ଡ ଟ୍ରମ୍ପ ଖାଇବା ପିଇବାର ବହୁତ ସୌକିନ ।

ସେ ଉଭୟ ଶାକାହାରୀ ଏବଂ ଆମିଷ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । କିନ୍ତୁ ସେ ଆମିଷ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । ସେ ଖାସକରି ଗୋମାଂସ, ମାଛ ଏବଂ ଚିକେନ ଖାଇବାକୁ ପସନ୍ଦ କରନ୍ତି। ସେ ବିଶେଷତଃ ଏଥିରୁ ପ୍ରସ୍ତୁତ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । ମାଛ ତାଙ୍କର ଦୈନନ୍ଦିନ ଖାଦ୍ୟରେ ସାମିଲ ହୋଇଥାଏ ।

ସେ ପ୍ରତିଦିନ ଡିନରରେ ଫିଲେଟ-ଓ-ଫିସ ଖାଇଥାନ୍ତି । ଏହା ଏକ ଫିସ ସାଣ୍ଡୱିଚ । ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଫ୍ରାଏଡ ଚିକେନ ଖାଇବାକୁ ପସନ୍ଦ କରନ୍ତି । କେଏଫସିରେ ସେ ଏହାକୁ ଖାଉଥିବା ତାଙ୍କର ଅନେକ ଚିତ୍ର ତାଙ୍କର ଭାଇରାଲ ହୋଇଛି। ଟ୍ରମ୍ପଙ୍କୁ ଡାଏଟ କୋକ୍‌କୁ ଏତେ ପସନ୍ଦ ଯେ ସେ ଦିନକରେ ୧୨ ବୋତଲ ଡାଏଟ କୋକ ପିଇଯାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri