୨୪ ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ ପ୍ରଥମ ପସନ୍ଦ, ଦୋଷୀ ହେବା ପରେ ମଧ୍ୟ ୭ସମର୍ଥକଙ୍କ ମିଳିଲା ସମର୍ଥନ

ଓ୍ବାଶିଂଟନ୍‌,୨୪।୮: ଆସନ୍ତା ବର୍ଷ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ତେବେ ନିର୍ବାଚନ ପୂର୍ବରୁ ଏକ ନିର୍ବାଚନ ବିତର୍କ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ରିପବ୍ଲିକାନ ପାର୍ଟିର ୮ଜଣ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ।

ଉଲ୍ଲେଖନୀୟ କଥା ହେଉଛି, ରିପବ୍ଲିକାନ ପାର୍ଟି ପକ୍ଷରୁ ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ପଦରେ ଲଢିବେ। ତେବେ ଟ୍ରମ୍ପ ଏହି ବିତର୍କରେ ଅଂଶଗ୍ରହଣ କରିନାହାଁନ୍ତି। ଏହା ସତ୍ତ୍ୱେ ଟ୍ରମ୍ପ ରିପବ୍ଲିକାନ ପାର୍ଟି ସମର୍ଥକଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲେ।

ଅର୍ନ୍ତଜାତୀୟ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି, ଅନୁଷ୍ଠିତ ବିତର୍କ ଆଲୋଚନାରେ ରିପବ୍ଲିକାନ ପାର୍ଟି ସଦସ୍ୟଙ୍କୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରିବେ କି ବୋଲି ପଚରାଯାଇଥିଲା। ଯଦିଓ ସେ ଆଇନଗତ ପ୍ରକ୍ରିୟାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଏଥିରେ ୭ଜଣ ରିପବ୍ଲିକାନ ସଦସ୍ୟ ଟ୍ରମ୍ପଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri