ଟ୍ରମ୍ପ୍‌ଙ୍କୁ ମିଳିବନି ସୁରକ୍ଷା ସୂଚନା

ଓ୍ବାଶିିଂଟନ,୬।୨: ଆମେରିକା ଇତିହାସରେ ପ୍ରଥମ ଥର ପାଇଁ ଏକ ଘଟଣା ଘଟିବାକୁ ଯାଉଛି। ପୂର୍ବତନ ରାଷ୍ଟ୍ରପତିଙ୍କୁ ଦେଶର ସୁରକ୍ଷା ସମ୍ପର୍କିତ ସୂଚନା ଯୋଗାଇ ଦିଆଯିବା ଏକ ପ୍ରକାର ସୌଜନ୍ୟତା। ମାତ୍ର ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ସୁରକ୍ଷା ସମ୍ପର୍କିତ କୌଣସି ସୂଚନା ମିଳିବ ନାହିଁ। ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ପକ୍ଷରୁ ଟ୍ରମ୍ପ୍‌ଙ୍କୁ ସୁରକ୍ଷା ବିଷୟରେ ତଥ୍ୟ ଟ୍ରମ୍ପ୍‌ଙ୍କ ପ୍ରଦାନ କରାଯିବା ନେଇ ମନା କରାଯାଇଛି। ଏକ ସାକ୍ଷତ୍‌କାରରେ ପଚରା ଯାଇଥିବା ପ୍ରଶ୍ନର ଉତ୍ତରରେ ବାଇଡେନ୍‌ କହିଛନ୍ତି ଯେ, ଟ୍ରମ୍ପ୍‌ଙ୍କ ଏଭଳି ସୂଚନା ଯୋଗାଇବାର ଆବଶ୍ୟକତା ନାହିଁ। ଟ୍ରମ୍ପ୍‌ଙ୍କ ଏଭଳି ସୂଚନାର କୌଣସି ଗୁରୁତ୍ୱ ନ ଥିବା ଭଳି ମନେ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହବାଜଙ୍କ ତୁର୍କୀ ଗସ୍ତ ବାତିଲ, ମନାକଲେ ତୁର୍କୀ ସରକାର…

ଇସଲାମାବାଦ,୮।୨ : ଭୟଙ୍କର ଭୂକମ୍ପ ଯୋଗୁଁ ଘଟିଥିବା ବିନାଶର ମୁକାବିଲା କରୁଥିବାରୁ ତୁର୍କୀ ସରକାର ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ତୁର୍କୀ ଗସ୍ତକୁ ବାତିଲ କରିଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ...

ଟ୍ରେନିଂ ବେଳେ ନିଜକୁ ଉଡାଇଦେଲା ଏଟିଏମ୍‌ ବମ ଗ୍ୟାଙ୍ଗ

ଦ ହେଗ,୧।୧୦: କ୍ୟାଶ ମେସିନକୁ ବମ୍‌ରେ ଉଡାଇବା ଲାଗି ଭିଡିଓ ଟ୍ରେନିଂ ଦେଉଥିବା ବେଳେ ବିସ୍ଫୋରଣ ଘଟି ଗ୍ୟାଙ୍ଗର ସଦସ୍ୟକ ମୃତ୍ୟୁ ହୋଇଛି। ଏ ନେଇ...

ଡୋନବାସର ପ୍ରାକୃତିକ ସମ୍ପଦ ଉପରେ ରୁଷିଆ ନଜର, ୟୁକ୍ରେନ୍‌ ହେବ ଦୁଇଭାଗ !…

ମସ୍କୋ/କ୍ୱିଭ୍‌, ୨୦।୪ : ଗତ ଦୁଇ ମାସ ଧରି ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଶୀଘ୍ର ଶେଷ ହେବାର ନା ଧରୁନି। କ୍ୱିଭ୍‌ ଦଖଲ କରିବାରେ ବିଫଳ...

ହୋଲି ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୮।୩: ଆଜି ସାରା ଦେଶରେ ହୋଲି ପର୍ବ ପାଳନ କରାଯାଉଛି। ଏହି ସମୟରେ ଦେଶର ନେତା ଏବଂ ବିଦେଶର ନେତାମାନେ ହୋଲିଙ୍କ ଉତ୍ସବରେ ଶୁଭେଚ୍ଛା ଜଣାଉଛନ୍ତି।...

ଭାରତ ଉପରେ ରାଗି ପିଆଜ ଖାଇବା ଛାଡି ଦଲେ ଶେଖ୍‌ ହସିନା

ବାଂଲାଦେଶ,୪।୧୦: ପିଆଜର ଦର ବୃଦ୍ଧି ଏବେ ଭାରତର କେନ୍ଦ୍ର ସରକାରଙ୍କ ଆଗରେ ଯେ ସମସ୍ୟା ହୋଇ ଛିଡା ହୋଇଛି ତା’ ନୁହେଁ। ବରଂ ପଡୋଶୀ ଦେଶ...

ମେକ୍ସିକୋରେ ପୁଣି ଗୁଳିକାଣ୍ଡ, ମେୟରଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ…

ମେକ୍ସିକୋ ସିଟି,୧୬।୧୦ : ମେକ୍ସିକୋର ଗୁଆନାଜୁଏଟୋସ୍ଥିତ ଇରାପୁଟୋରେ ରବିବାର ପୁଣି ଗୁଳିକାଣ୍ଡ ଘଟିଛି। ଏଠାରେ ଥିବା ଏକ ବାରରେ ଜଣେ ସଶସ୍ତ୍ର ବ୍ୟକ୍ତି ଗୁଳି ଚଳାଇଥିଲେ।...

ବିକଳ୍ପ ଶକ୍ତି ଭବିଷ୍ୟତର ଭରସା

ଜାତିସଂଘ: ବିଶ୍ୱରେ ୧୪ ଡିସେମ୍ବରରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଉଛି। ଶକ୍ତି କ୍ଷୟ ରୋକିବା ଓ ଏହାର ବିନିଯୋଗ ଉପରେ ଗୁରୁତ୍ୱ ପ୍ରଦାନ...

ବିବାହକୁ ନେଇ ମହିଳା କହିଥିଲେ ଏମିତି ମିଛ, ଯେଉଁଥିପାଇଁ ଯିବାକୁ ପଡ଼ିଲା ଜେଲ୍

ଇଂଲଣ୍ଡରେ ଜଣେ ମହିଳା ବିଳାସପୂର୍ଣ୍ଣ ବିବାହ ପାଇଁ ମିଛ କହିବାର ସବୁ ସୀମା ଟପିଯାଇଛନ୍ତି। ବିବାହର ଏପରି କ୍ରେଜ୍‌ ଥିଲା ଯେ ସେ ବର୍ଷବର୍ଷ ଧରି...

Advertisement
Archives

Model This Week