ସଙ୍କଟ ସମୟରେ ଏକା ହୋଇଗଲେ ଟ୍ରମ୍ପ, ସ୍ତ୍ରୀଙ୍କୁ ଦେଖିବାକୁ ମିଳୁନି ସାଥୀରେ

ଓ୍ବାଶିଂଟନ,୧୫ା୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆଙ୍କ ମଧ୍ୟରେ ଦୂରତା ଦେଖିବାକୁ ମିଳିଛି। ବର୍ତ୍ତମାନ ସମୟରେ ଯେତେବେଳେ ଡୋନାଲ୍ଡ ଟ୍ରମ୍ପ କୋର୍ଟରେ ହାଜର ହୋଇଥିଲେ, ମେଲାନିଆ ତାଙ୍କୁ ଦେଖା କରି ନ ଥିଲେ। ଏହା ପରେ ଚର୍ଚ୍ଚା ଜୋର୍‌ ଧରିଛି।

ଟ୍ରମ୍ପ ଅନେକ ଥର କୋର୍ଟରେ ହାଜର ହୋଇଛନ୍ତି। ତାଙ୍କ ସହ ସାଙ୍ଗସାଥୀ ଏବଂ ସମର୍ଥକମାନେ ମଧ୍ୟ ଉପସ୍ଥିତ ରହିଥିଲେ। କିନ୍ତୁ ମେଲାନିଆଙ୍କ ଦେଖା ମିଳି ନ ଥିଲା।

ଏପ୍ରିଲରେ ଯେତେବେଳେ ଟ୍ରମ୍ପ ଏକ ମାମଲାରେ କୋର୍ଟର ସମ୍ମୁଖୀନ ହୋଇଥିଲେ ମେଲାନିଆଙ୍କୁ ମଧ୍ୟ ଆଉ ଦେଖିବାକୁ ମିଳି ନ ଥିଲା। ଖାଲି ଏତିକି ନୁହେଁ ଜଟିଳ ପରିସ୍ଥିତି ସମୟରେ ଟ୍ରମ୍ପଙ୍କ ଝିଅ ଏବଂ ଜ୍ବାଇଁ ମଧ୍ୟ ସେହି ସମୟରେ ଉପସ୍ଥିତ ନ ଥିଲେ। ଏହାର କାରଣ ହେଲା ଝିଅ-ଜ୍ୱାଇଁ ଛୁଟି ମନାଉଥିଲେ।

ଅଧିକ ପ୍ରଶ୍ନ ଉଠିଛି ମେଲାନିଆଙ୍କ ଅନୁପସ୍ଥିତିକୁ ନେଇ। ଏପରି ସଙ୍କଟ ସମୟରେ ମେଲାନିଆ ଟ୍ରମ୍ପଙ୍କୁ ଏକୁଟିଆ ଛାଡ଼ିଲେ କାହିଁକି? କ’ଣ ପାଇଁ ତାଙ୍କୁ ଆଉ ଟ୍ରମ୍ପଙ୍କ ସହ ଦେଖିବାକୁ ମିଳୁନି।

ସୂଚନାଯୋଗ୍ୟ, ୨୦୨୦ରେ ଶୁଣିବାକୁ ମିଳିଥିଲା କି ମେଲାନିଆ ଏବଂ ଟ୍ରମ୍ପଙ୍କ ମଧ୍ୟରେ ସମ୍ପର୍କ ଭଲ ନ ଥିଲ। ତାଙ୍କ ଛାଡ଼ପତ୍ରକୁ ନେଇ ମଧ୍ୟ ଜୋର୍‌ ଚର୍ଚ୍ଚା ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା…

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri