ରାଷ୍ଟ୍ରପତି ପଦ ପାଇଁ ଟ୍ରମ୍ପ ଆଉ ପାଦେ ଆଗରେ

ଓ୍ବାଶିଂଟନ,୨୫ା୨: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଚଳିତ ବର୍ଷ ଆମେରିକାରେ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କୁ କଡ଼ା ଟକ୍କର ଦେଉଛନ୍ତି। ଦକ୍ଷିଣ କାରୋଲିନାରେ ଅନୁଷ୍ଠିତ ରିପବ୍ଲିକାନ ପ୍ରାଥମିକ ନିର୍ବାଚନରେ ଟ୍ରମ୍ପ ଜିତିଛନ୍ତି। ସେ ଦକ୍ଷିଣ କାରୋଲିନାର ପୂର୍ବତନ ଗଭର୍ନର ନିକ୍କି ହେଲିଙ୍କୁ ପରାସ୍ତ କରିଛନ୍ତି। ଏହାପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଆଇଓ୍ବା, ନ୍ୟୁ ହାମ୍ପସାୟର୍‌, ନେଭାଡା ଏବଂ ଆମେରିକାର ଭର୍ଜିନ ଆଇଲାଣ୍ଡରେ ଜିତିଥିଲେ। ଏବେ ଦକ୍ଷିଣ କାରୋଲିନାରେ ଜିତିଛନ୍ତି। ଏହି ବିଜୟ ସହିତ ଟ୍ରମ୍ପ ରାଷ୍ଟ୍ରପତି ଦୌଡ଼ରେ ଆଉ ପାଦେ ଆଗକୁ ବଢ଼ିଛନ୍ତି।

ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପଙ୍କ ବିଜୟ ୨୦୧୧ରୁ ୨୦୧୭ ପର୍ଯ୍ୟନ୍ତ ଦକ୍ଷିଣ କାରୋଲିନାର ପୂର୍ବତନ ଗଭର୍ନର ଥିବା ନିକ୍କି ହାଲିଙ୍କ ଉପରେ ଚାପ ବୃଦ୍ଧି କରିବ। ତେବେ ଦକ୍ଷିଣ କାରୋଲିନାରେ ପରାସ୍ତ ହେବା ପରେ ମାର୍ଚ୍ଚ ୫ ରେ ସେ ‘ସୁପର ମଙ୍ଗଳବାର’ ମାଧ୍ୟମରେ ରାଷ୍ଟ୍ରପତି ଦୌଡ଼ରେ ରହିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ମାର୍ଚ୍ଚ ୫ରେ ହେବାକୁ ଥିବା ରିପବ୍ଲିକାନ ପ୍ରାଥମିକ ନିର୍ବାଚନ ପାଇଁ ସେ ସିଧାସଳଖ ମିଚିଗାନ ଯିବେ ବୋଲି ନିକ୍କି ହେଲି କହିଛନ୍ତି।

ଟ୍ରମ୍ପ ଏବଂ ତାଙ୍କର ସହଯୋଗୀମାନେ ଦାବି କରିଛନ୍ତି, ବାଇଡେନଙ୍କ ଶାସନରେ ଆମେରିକା ଦୁର୍ବଳ ହୋଇଯାଇଛି। ଏଥିସହ ସେ ବାଇଡେନଙ୍କୁ ଆଫଗାନିସ୍ତାନରେ ତାଲିବାନ ଫେରିବା ଏବଂ ୟୁକ୍ରେନରେ ଯୁଦ୍ଧ କରିଥିବା ଅଭିଯୋଗ କରିଛନ୍ତି। ବାଇଡେନ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ଅତ୍ୟଧିକ ପୁରୁଣା କି ବୋଲି ଟ୍ରମ୍ପ ପ୍ରଶ୍ନ କରିଛନ୍ତି।

ପୂର୍ବତନ ରାଷ୍ଟ୍ରପତିଙ୍କ ବିରୋଧରେ ପ୍ରଥମ ଆପରାଧିକ ମାମଲାର ଶୁଣାଣି ମାର୍ଚ୍ଚ ୨୫ରେ ନ୍ୟୁୟର୍କରେ ଆରମ୍ଭ ହେବ। ଯେଉଁଠାରେ ତାଙ୍କୁ ୨୦୧୬ର ଶେଷ ସପ୍ତାହରେ ପର୍ନ ଷ୍ଟାର୍‌ ଷ୍ଟର୍ମି ଡାନିଏଲ୍ସଙ୍କୁ ଟଙ୍କା ପ୍ରଦାନ ସହ ଜଡ଼ିତ ୩୪ଟି ସାମଲାର ସାମ୍ନା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?