ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ ଆମେରିକା ନାଗରିକତ୍ୱ ପ୍ରଦାନରେ ସହାୟକ ହେବ।

ତେବେ ଭାରତ ଓ ଚାଇନା ଆଦି ଦେଶର ଛାତ୍ରୀଛାତ୍ର ଆମେରିକୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସେମାନଙ୍କୁ ସ୍ବଦେଶ ଫେରିଯିବାକୁ ହେବ, ଯାହା ସେମାନଙ୍କ ପାଇଁ ଲଜ୍ଜାର ବିଷୟ ବୋଲି ଟ୍ରମ୍ପ୍‌ ଏହି ଅବସରରେ କହିଛନ୍ତି।

ଗୋଲ୍ଡ କାର୍ଡ ଦ୍ୱାରା କମ୍ପାନୀଗୁଡ଼ିକ ଦେଶରେ କେବଳ ଦକ୍ଷଙ୍କୁ ନିଯୁକ୍ତି ଦେବା ସହ ରଖିପାରିବେ। ଏହା ଆମେରିକାକୁ ପର୍ଯ୍ୟାପ୍ତ ଲାଭ ପ୍ରଦାନ କରିବ। କମ୍ପାନୀଗୁଡ଼ିକ ଗୋଲ୍ଡ କାର୍ଡ କିଣିପାରିବେ ଏବଂ ସେମାନେ ଆମେରିକାର ସବୁଠୁ ଭଲ ବିଶ୍ୱବିଦ୍ୟାଳୟଗୁଡ଼ିକରୁ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ଦେବେ ବୋଲି ଟ୍ରମ୍ପ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri