ଟ୍ରମ୍ପଙ୍କୁ ପସନ୍ଦ ଆସିଲା କେଜରିଓ୍ବାଲଙ୍କ ଫର୍ମୁଲା, ଆମେରିକାରେ ବି ମିଳିବ ଫ୍ରି…

ଓ୍ବାଶିଂଟନ,୧୧।୧୦: ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଭାରତ ପରି ଆମେରିକାର ନାଗରିକଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ନିର୍ବାଚନ ପ୍ରତିଶ୍ରୁତି ଦିଆଯାଉଛି। ବର୍ତ୍ତମାନ ଦିଲ୍ଲୀର ଲୋକଙ୍କ ପରି ଆମେରିକୀୟ ନାଗରିକମାନେ ମଧ୍ୟ ମାଗଣା ବିଜୁଳି ପାଇବେ। ମିଚିଗାନରେ ଏକ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରିବାବେଳେ ରିପବ୍ଲିକାନ ପ୍ରାର୍ଥୀ ନେତା ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ୧୨ମାସ ମଧ୍ୟରେ ଶକ୍ତି ଏବଂ ବିଜୁଳି ମୂଲ୍ୟ ହ୍ରାସ କରିବେ। ଆମେ ଆମର ପରିବେଶ ଅନୁମୋଦନକୁ ଗମ୍ଭୀରତାର ସହିତ ତ୍ୱରାନ୍ବିତ କରିବୁ ଏବଂ ଆମର ଶକ୍ତି କ୍ଷମତାକୁ ଶୀଘ୍ର ଦ୍ୱିଗୁଣିତ କରିବୁ । ଏହା ମୁଦ୍ରାସ୍ଫୀତି ହ୍ରାସ କରିବ ଏବଂ କାରଖାନା ନିର୍ମାଣ ପାଇଁ ଆମେରିକା ଏବଂ ମିଚିଗାନ ପୃଥିବୀର ସର୍ବୋତ୍ତମ ସ୍ଥାନ ହେବ।
ଡୋନାଲ୍ଡ ଟ୍ରମ୍ପଙ୍କ ଭିଡିଓକୁ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ ଶେୟାର କରିଛନ୍ତି। ସେ ଲେଖିଛନ୍ତି ଆମେରିକାରେ ଟ୍ରମ୍ପ ବିଜୁଳି ବିଲ୍‌ ଅଧା କରିଦେବେ। ସୂଚନାଯୋଗ୍ୟ, ଭାରତରେ ନିର୍ବାଚନ ଋତୁ ଆସିବା ମାତ୍ରେ ସମସ୍ତ ଦଳ ମାଗଣା ପ୍ରତିଶ୍ରୁତି ଦେବା ଆରମ୍ଭ କରନ୍ତି। ଜନସାଧାରଣଙ୍କୁ ମାଗଣା ଦେବା ପାଇଁ ନେତାମାନେ ଅନେକ ପ୍ରତିଶୃତି ଦିଅନ୍ତି। ଦିଲ୍ଲୀର ମହିଳାମାନଙ୍କ ପାଇଁ ମାଗଣା ବସ ସେବା, ୨୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ଭଳି ଅନେକ ପ୍ରତିଶ୍ରତି ଅନେକ ରାଜ୍ୟରେ ଦିଆଯାଉଛି ଏବଂ ଏହା ମଧ୍ୟ ପୂରଣ ହେଉଛି। ଆମେରିକୀୟ ନିର୍ବାଚନରେ ପ୍ରଥମ ଥର ପାଇଁ ଏହି ପ୍ରକାରର ପ୍ରଲୋଭନ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri