ସାଂଘାତିକ ଅଭିଯୋଗ ଆଣିଲେ ଟ୍ରମ୍ପ୍‌: ବାଇଡେନ୍‌ଙ୍କୁ ଜବରଦସ୍ତି…

ଓ୍ବାଶିଂଟନ୍‌,୧୩ା୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆଜି ଏକ ସ୍ମରଣୀୟ ଦିନ ହେବାକୁ ଯାଉଛି। ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’କୁ ଫେରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫମରେ ଏକ୍ସ ମାଲିକ ଏଲନ ମସ୍କ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତକାର ନେଉଛନ୍ତି। ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କମଲା ହାରିସଙ୍କୁ ଟାର୍ଗେଟ କରିଥିଲେ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏଲନ ମସ୍କଙ୍କୁ ଦିଆଯାଇଥିବା ଏକ ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କମଲା ହାରିସଙ୍କୁ ଟାର୍ଗେଟ କରି କହିଛନ୍ତି, ସେ ଜୋ ବାଇଡେନଙ୍କ ଅପେକ୍ଷା ଅଧିକ ଅଯୋଗ୍ୟ। ବାଇଡେନଙ୍କୁ ହ୍ବାଇଟ ହାଉସରୁ ଜବରଦସ୍ତ ହଟାଯାଉଛି। ତାଙ୍କୁ ରାଷ୍ଟ୍ରପତି ନିର୍ବାଚନ ରେସ୍‌ରୁ ଜୋରଜବରଦସ୍ତ ହଟିବାକୁ ବାଧ୍ୟ କରାଯାଇଛି।
ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ବାଇଡେନଙ୍କ କାର୍ଯ୍ୟକାଳ ସମୟରେ କମଲା ହାରିସ ସୀମା ସୁରକ୍ଷା ମୁଖ୍ୟ ଥିଲେ, ଏହା ପରେ ମଧ୍ୟ ସେ ସୀମା ସଙ୍କଟ ବନ୍ଦ କରିପାରି ନ ଥିଲେ। ଯେଉଁ କାରଣରୁ ସାରା ବିଶ୍ୱରୁ ଅପରାଧୀମାନେ ଆମେରିକା ଆସିଥିଲେ। ଅନ୍ୟ ଦେଶର ଲୋକମାନେ ଏହିପରି ଲୋକଙ୍କୁ ମୁକ୍ତ କରିବାକୁ ଚେଷ୍ଟା କରୁଛନ୍ତି ଏବଂ ଆମେରିକାରେ ଡ୍ରଗ ଡିଲରମାନେ ଆମ ସୀମାରେ ପ୍ରବେଶ କରୁଛନ୍ତି।
ଡୋନାଲ୍ଡ ଟ୍ରମ୍ପଙ୍କ ‘ସାହସ’କୁ ପ୍ରଶଂସା କରି ଏଲନ ମସ୍କ କହିଛନ୍ତି,ସାହସିକତା କଦାପି ମିଥ୍ୟା ନୁହେଁ। କମଲା ହାରିସ ଏବଂ ଜୋ ବାଇଡେନ ଆମେରିକାର ଶତ୍ରୁମାନଙ୍କୁ ଭୟଭୀତ କରିବାରେ ସକ୍ଷମ ହୋଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri