Advertisement

୧୫ ଜଣଙ୍କୁ କ୍ଷମା ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୨୪।୧୨: ଆମେରିକା ନିର୍ବାଚନରେ ପରାଜିତ ହୋଇଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷମତାରୁ ଯିବା ପୂର୍ବରୁ ୧୫ ଜଣଙ୍କୁ କ୍ଷମା ଦେବା ସହ ୫ ଜଣଙ୍କ ଦଣ୍ଡ କୋହଳ କରିଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ରିପବ୍ଲିକାନ କଂଗ୍ରେସ ସଦସ୍ୟ ଅଛନ୍ତି। ଜଣେ ୨୦୧୬ରେ ଟ୍ରମ୍ପ୍‌ଙ୍କ ପାଇଁ ପ୍ରଚାର କରିଥିବାବେଳେ ରୁଷିଆ ତଦନ୍ତରେ ଫସିଥିଲେ ଓ ଅନ୍ୟ ଜଣେ ପୂର୍ବତନ ସରକାରୀ ଠିକାଦାର ୨୦୦୭ ବାଗ୍‌ଦାଦ ଗଣହତ୍ୟାରେ ଦୋଷୀସାବ୍ୟସ୍ତ ହୋଇଥିଲେ। ଟ୍ରମ୍ପ୍‌ ଅଫିସ୍‌ ଛାଡ଼ିବା ପୂର୍ବରୁ ତାଙ୍କ କ୍ଷମତାର ଉପଯୋଗ କରି ଅନୁଗତମାନଙ୍କୁ ପୁରସ୍କୃତ କରିବା ସହ ଯେଉଁମାନେ ଆଇନ ବ୍ୟବସ୍ଥାରେ ଭୁଲ୍‌ ଯୋଗୁ ଦଣ୍ଡିତ ହୋଇଥିଲେ ସେମାନଙ୍କୁ କ୍ଷମା ଦେଉଛନ୍ତି। ହ୍ବାଇଟ୍‌ ହାଉସ୍‌ ଛାଡ଼ିବା ପୂର୍ବରୁ ଟ୍ରମ୍ପ୍‌ ଅନ୍ୟ କେତେଜଣଙ୍କୁ କ୍ଷମା ଦେଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୭୩ ବର୍ଷରେ ୟୁଏଇ ରାଷ୍ଟ୍ରପତିଙ୍କ ପରଲୋକ

ଦୁବାଇ,୧୩।୫: ପରଲୋକରେ ୟୁଏଇ ରାଷ୍ଟ୍ରପତି ଶେଖ ଖଲିଫା ବିନ ଜାୟେଦ ଅଲ ନାହାନ। ଶୁକ୍ରବାର ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ନେଇ ତାଙ୍କ...

ରୁଷିଆକୁ ଝଟ୍‌କା, ମାଷ୍ଟରକାର୍ଡ-ଭିସା ପକ୍ଷରୁ ବଡ ପଦକ୍ଷେପ…

ନ୍ୟୁୟର୍କ,୬।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଅନୁରୋଧ କ୍ରମେ ମାଷ୍ଟରକାର୍ଡ ଏବଂ ଭିସା ପକ୍ଷରୁ ଏକ...

ମହାରାଣୀଙ୍କ ନାତୁଣୀ ଗୋପନରେ ବାହାହେଲେ

ଲଣ୍ଡନ,୧୮ା୭: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ନାତୁଣୀ ପ୍ରିନ୍ସେସ୍‌ ବିଟ୍ରାଇସ୍‌ ଗୋପନରେ ବାହା ହୋଇଛନ୍ତି। ସେ ତାଙ୍କ ପ୍ରେମିକ ତଥା କୋଟିପତି ପ୍ରପର୍ଟି ଟାଇକୁନ୍‌ ଏଡୋଆର୍ଡୋ...

ହସ୍ପିଟାଲରେ ଗର୍ଭବତୀଙ୍କୁ ମିଳିଲାନି ସିଟ୍‌: ସ୍ବାମୀ ବନିଲେ ଷ୍ଟୁଲ୍‌…

ବେଜିଂ,୮।୧୨: ଚାଇନାରେ ଜଣେ ଗର୍ଭବତୀ ଏକ ହସ୍ପିଟାଲକୁ ଯାଇଥିଲେ। ତେବେ ସେଠାରେ ବସିବା ପାଇଁ ତାଙ୍କୁ କୌଣସି ସିଟ୍‌ ମିଳି ନ ଥିଲା। ବହୁ ସମୟ...

ପାକିସ୍ତାନରେ ନିର୍ମାଣ ହେବ ମନ୍ଦିର, ପାଣ୍ଠି ଯୋଗାଇବେ ସରକାର

କରାଚୀ,୧ା୧- ପାକିସ୍ତାନର ଉତ୍ତରପଶ୍ଚିମ ପ୍ରଦେଶ ଖାଇବର ପାଖତୁଖ୍ବାରେ ଚଳିତ ସପ୍ତାହରେ ମୁସଲମାନ ଗୋଷ୍ଠୀ ଏକ ମନ୍ଦିରକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଥିଲେ। ଏହାର ଭିଡିଓ ଭାଇରାଲ ହେବା...

ସାର୍କ ଆକ୍ରମଣରେ ଗଲା ଜୀବନ

ସିଡନୀ,୫।୯: ଅଷ୍ଟ୍ରେଲିଆର ଏମରଲାଡ୍‌ ବେଳାଭୂମିରେ ସାର୍କ ଆକ୍ରମଣରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଏହା ଦ୍ୱିତୀୟ ସାର୍କ ଆକ୍ରମଣ...

ଏହି ଦେଶର ମିସ୍‌ ୱାର୍ଲଡ ମୁକୁଟ ପିନ୍ଧିଲେ…

ନୂଆଦିଲ୍ଲୀ: ମିସ୍‌ ୱାର୍ଲଡ ଆମେରିକା -୨୦୨୧ର ମୁକୁଟ ପାଇଁ ଜଣେ ଭାରତୀୟ-ଆମେରିକୀୟ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ  ଶ୍ରୀସାଇନି।  ଭାରତରେ ଜନ୍ମ ହୋଇଥିଲେ ମଧ୍ୟ ...

ସ୍କୁଲ ଖୋଲିଲା: ପ୍ଲାଷ୍ଟିକ୍‌ ଘରେ ପାଠ ପଢ଼ିଲେ ପିଲା

ବ୍ୟାଙ୍କକ୍‌, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଇତିମଧ୍ୟରେ ଥାଇଲାଣ୍ଡରେ ସ୍କୁଲ ଖୋଲିଛି। ପିଲାମାନେ...

Advertisement
Archives

Model This Week