ମୁଁ ରାଜନୈତିକ ନିର୍ଯାତନାର ଶିକାର: ଟ୍ରମ୍ପ

ଓ୍ବାଶିଂଟନ,୪।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ୨୦୨୦ ନିର୍ବାଚନରେ ହାରିବା ସତ୍ତ୍ୱେ କ୍ଷମତାରେ ରହିବାକୁ ଅପରାଧିକ ଷଡଯନ୍ତ୍ର ଅଭିଯୋଗରେ ୱାଶିଂଟନ ଡିସି କୋର୍ଟରେ ଏକ ଶୁଣାଣି ହୋଇଥିଛି। ଏହି ସମୟରେ ଟ୍ରମ୍ପ ନିଜକୁ ଭାରତୀୟ-ଆମେରିକୀୟ ବିଚାରପତିଙ୍କ ଆଗରେ ନିର୍ଦ୍ଦୋଷ ବୋଲି ଘୋଷଣା କରିଛନ୍ତି। ଚାରି ମାସ ମଧ୍ୟରେ ଟ୍ରମ୍ପ ତୃତୀୟଥର ପାଇଁ କୋର୍ଟରେ ହାଜର ହୋଇଥିଲେ।

ଶୁଣାଣି ସମୟରେ ବିଚାରପତି ଟ୍ରମ୍ପଙ୍କୁ କହିଥିଲେ ଯେ, ସେ ଯେତେବେଳେ ବି ଡାକିବେ ସେ କୋର୍ଟରେ ହାଜର ହେବେ। ଟ୍ରମ୍ପ ବର୍ତ୍ତମାନ ଅଗଷ୍ଟ ୨୮ରେ ଆମେରିକାର ଜିଲା ଜଜ ତନ୍ୟା ଛୁଟକାନଙ୍କ କୋର୍ଟରେ ହାଜର ହେବେ ବୋଲି ଜଣାପଡିଛି।

ୱାଶିଂଟନ କୋର୍ଟରେ ତାଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ଷଡଯନ୍ତ୍ରକୁ ସମାଲୋଚନା କରି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ସେ ରାଜନୈତିକ ନିର୍ଯାତନାର ଶିକାର ହୋଇଛନ୍ତି। ଏହା ପରେ ସେ ନିଜକୁ ଦୋଷୀ ସାବ୍ୟସ୍ତ ନ କରିବାକୁ ନିବେଦନ କରିଛନ୍ତି। ଆମେରିକା ପାଇଁ ଏହା ଅତ୍ୟନ୍ତ ଦୁଃଖଦ ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri