‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି ଇରାନ କହିଛି, “ଟ୍ରମ୍ପ, ଦୟାକରି କିଛି କୁହନ୍ତୁ – ଆମେ ବିରକ୍ତ ହେଉଛୁ।” ଏହି ପୋଷ୍ଟ ଜିମ୍ବାୱେରେ ଥିବା ଇରାନୀ ଦୂତାବାସ ଦ୍ୱାରା ସେୟାର କରାଯାଇଛି । ଏହି ଘଟଣା ଆମେରିକା ଏବଂ ଏହାର ସେନା ପାଇଁ ବହୁତ ଲଜ୍ଜାର କାରଣ ହେଉଛି । ମଝି ଆକାଶରେ ଏକ MQ- ୯ଡ୍ରୋନ୍ ଏବଂ କ୍ରୁଜ୍ ମିଶାଇଲ୍ ସହିତ ଅନେକ ଆମେରିକୀୟ ଯୁଦ୍ଧ ବିମାନକୁ ନିଷ୍କ୍ରିୟ କରିବା ପରେ ଇରାନ ଏହି ବାର୍ତ୍ତା ପୋଷ୍ଟ କରିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଇରାନ ଯେଉଁ ଆକ୍ରମଣାତ୍ମକ କାର୍ଯ୍ୟକଳାପ କରିଛି, ତାହା ଆମେରିକୀୟ ସେନାକୁ କଠିନ ପରିସ୍ଥିତିରେ ପକାଇଛି । ଇରାନ ଇସ୍ରାଏଲର ତେଲ ଅଭିଭଠାରୁ ଆରମ୍ଭ କରି ମଧ୍ୟପ୍ରାଚ୍ୟରେ ଥିବା ଆମେରିକୀୟ ଘାଟି ପର୍ଯ୍ୟନ୍ତ ନିରନ୍ତର ଟାର୍ଗେଟ କରୁଛି । ଫଳସ୍ୱରୂପ, ଆମେରିକାର ପ୍ରବଳ କ୍ଷତି ହେଉଛି। ଶୁକ୍ରବାର ଦିନ ଇରାନ ଆକ୍ରମଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏକ ଆମେରିକୀୟ ଲଢ଼ୁଆ ବିମାନର ପାଇଲଟ୍ ନିଖୋଜ ଅଛନ୍ତି ଏବଂ ତାଙ୍କୁ ଖୋଜିବା ପାଇଁ ପ୍ରୟାସ ଜାରି ରହିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri