ଯୁଦ୍ଧ ଆଶଙ୍କା ଭିତରେ ଇରାନକୁ ପ୍ରଶଂସା କଲେ ଟ୍ରମ୍ପ: କହୁ କହୁ କହିଦେଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଇରାନକୁ ପ୍ରଶଂସା କରିଛନ୍ତି। ଏକ ଅସାଧାରଣ ପଦକ୍ଷେପ ନେଇ ଇରାନ ସରକାରଙ୍କୁ ଶହ ଶହ ରାଜନୈତିକ କଏଦୀଙ୍କ ମୃତ୍ୟୁଦଣ୍ଡ ନ ଦେବା ପାଇଁ ଧନ୍ୟବାଦ ଦେଇଛନ୍ତି। ଇରାନ ୮୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁଦଣ୍ଡ ବାତିଲ କରିବାପରେ ଟ୍ରମ୍ପଙ୍କ ଏହି ବୟାାନ ସାମ୍ନାକୁ ଆସିଛି।
ଟ୍ରମ୍ପ ଟ୍ରୁଥ୍‌ରେ କହିଛନ୍ତି, ଇରାନରେ ୮୦୦ ରୁ ଅଧିକ ଲୋକଙ୍କୁ ମୃତ୍ୟୁଦଣ୍ଡ ଦିଆଯିବାର ଯୋଜନା ଥିଲା, କିନ୍ତୁ ଇରାନ ସରକାର ଏହାକୁ ବାତିଲ କରିଛନ୍ତି। ମୁଁ ଏହି ନିଷ୍ପତ୍ତିକୁ ବହୁତ ସମ୍ମାନ କରେ। ଏଥିପାଇଁ ସେମାନଙ୍କୁ ଧନ୍ୟବାଦ।

ଇରାନରେ ମାତ୍ରାଧିକ ମୁଦ୍ରାସ୍ଫୀତି ଓ ଆର୍ଥତ୍କ ସଙ୍କଟକୁ ନେଇ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ସରକାର ବିରୋଧୀ ବିକ୍ଷୋଭ ଲାଗି ରହିଥିବାବେଳେ ଏହାକୁ ଦମନ କରିବା ପାଇଁ ସରକାର ବଳ ପ୍ରୟୋଗ କରୁଛନ୍ତି। ପ୍ରତିବାଦକାରୀଙ୍କୁ ଗୁଳି କରିଦିଆଯାଉଛି। ଏହା ଦେଖି ଆମେରିକା ରାଷ୍ଟ୍ରପତି ଇରାନକୁ ଧମକ ଦେଇ କହିଥିଲେ, ଯଦି ଏହି ଦମନଲୀଳା ମନ୍ଦ ନ ହୁଏ ତେବେ ଆମେରିକା ଇରାନ ଉପରେ ସାମରିକ ଆକ୍ରମଣ କରିପାରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri