ଟ୍ରମ୍ପ୍‌ ଦେଲେ ଇସ୍ତଫା !

ଓ୍ବାଶିଂଟନ,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଗୁଜବ ଉଠିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ଏଭଳି ମିଥ୍ୟା ତଥ୍ୟ ପ୍ରଦାନ କରାଯାଇଛି। କେହି ଜଣେ ଓ୍ବେବସାଇଟ୍‌କୁ ହ୍ୟାକ୍‌ କରି ଏଭଳି କରିଥିବା କୁହାଯାଇଛି। ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ୍‌ ମଧ୍ୟ ଇସ୍ତଫା ଦେଇଥିବା ଏଥିରେ ଉଲ୍ଲେଖ କରାଯାଇଛି। ଓ୍ବେବସାଇଟ୍‌ରେ ଟ୍ରମ୍ପ୍‌ ଏବଂ ପେନ୍ସ୍‌ଙ୍କ ବାୟୋଗ୍ରାଫିକୁ ପରିବର୍ତ୍ତନ କରାଯାଇଛି। କେହି ଜଣେ କର୍ମଚାରୀ ଏଭଳି କରିଥିବା ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଏହା ମିଥ୍ୟା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ କାର୍ଯ୍ୟାଳୟ ପକ୍ଷରୁ ସଫେଇ ଦିଆଯାଇଛି। ଉଭୟ ଟ୍ରମ୍ପ୍‌ ଏବଂ ପେନ୍ସ୍‌ଙ୍କ କାର୍ଯ୍ୟକାଳ ଜାନୁୟାରୀ ୨୦ରେ ଶେଷ ହେବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ସରକାର ନା ପ୍ରମାଣିକ ତଥ୍ୟ କିଏ ସତ: କରୋନା ମୃତ୍ୟୁ ସଂଖ୍ୟା କ’ଣ କୋଟିଏ ୫୦ ଲକ୍ଷ !

ବେଜିଂ,୨୩।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୩,୨୬୮ ବୋଲି ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ତେବେ କେତେକ ପ୍ରାମାଣିକ ତଥ୍ୟ ଅନୁସାରେ ଚାଇନା ସରକାର...

ବାହାରିନ୍‌ରେ ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ମଞ୍ଜୁରୀ

ମାନାମା,୫।୧୨: ବ୍ରିଟେନ ପରେ ଏବେ ପୃଥିବୀର ଦ୍ୱିତୀୟ ରାଷ୍ଟ୍ର ଭାବେ ବାହାରିନ୍‌ରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ମଞ୍ଜୁରୀ ଦିଆଯାଇଛି।...

ବ୍ରିଟେନରେ ୯୦ ପ୍ରତିଶତ ଲୋକ ଚାହୁଁନାହାନ୍ତି ଲକ୍‌ଡାଉନରେ କୋହଳ

ଲଣ୍ଡନ,୧୦।୫: କରୋନା ଭାଇରସ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏଥିରୁ ଦୂରେଇ ରହିବାର ମୁଖ୍ୟମାଧ୍ୟମ ହେଉଛି ଲକ୍‌ଡାଉନ। ତେଣୁ ବିଶ୍ୱର...

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ପୁଣିଥରେ ବିବାଦରେ ଟ୍ରମ୍ପ

ୱାଶିଂଟନ,୧୮ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଜଣେ ପୂର୍ବତନ ମଡେଲ ପୁଣିଥରେ ଯୌନ ଉତ୍ପିଡନର ଅଭିଯୋଗ ଆଣିଛନ୍ତି । ଏମି ଡୋରିସ ନାମକ...

ପ୍ରେମରେ ପଡିଛନ୍ତି ସୁନ୍ଦରୀ ରାଜକୁମାରୀ, ବିବାହ ପାଇଁ କରୁଛନ୍ତି ଭୟ

ଟୋକିଓ,୧୭।୧୧: ଜାପାନର ସୁନ୍ଦରୀ ରାଜକୁମାରୀ ମାକୋ ପ୍ରେମରେ ପଡିଛନ୍ତି। ଦେଶର ସାଧାରଣ ନାଗରିକ କେ କୋମୁରୋଙ୍କୁ ପ୍ରେମ କରି ବସିଛନ୍ତି ସେ। ଜାପାନର ସମୁଦ୍ର କୂଳରେ...

ୟୁଏନ୍‌ଏଚ୍‌ଆର୍‌ସିକୁ ଚାଇନା, ପାକିସ୍ତାନ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୧୦ (ପି.ଟି./ଆଇଏଏନ୍‌ଏସ୍‌): ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)କୁ ପାକିସ୍ତାନ ଓ ଚାଇନା ପୁନଃ ନିର୍ବାଚିତ ହୋଇଛନ୍ତି। ଚାଇନା ଖୁବ୍‌ କମ୍‌ ଭୋଟ ବ୍ୟବଧାନରେ ୟୁଏନ୍‌ଏଚ୍‌ଆର୍‌ସିରେ ଗୋଟିଏ...

ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌: ବଢ଼ିଲା ଆମେରିକାର ଚିନ୍ତା

ସିଓଲ୍‌,୧୦।୮: ଉତ୍ତରକୋରିଆର ଏକଛତ୍ରବାଦୀ ଶାସନ କିମ୍‌ ଜୋଙ୍ଗ୍‌ ଉନ୍‌ ଶନିବାର ପୁଣି ୨ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହାକୁ ହେମହଙ୍ଗ୍‌ଠାରୁ ପୂର୍ବ ସାଗରକୁ ଉତ୍‌କ୍ଷେପଣ କରାଯାଇଛି।...

ପାକିସ୍ତାନରେ ୫୦୦ ଏଚ୍‌ଆଇଭି ସଂକ୍ରମିତ

ରାତୋଦରୋ,୧୮।୫: ଦକ୍ଷିଣ ପାକିସ୍ତାନର ଅବହେଳିତ ଜିଲା ଲାର୍‌କାନାର ବିଭିନ୍ନ ଗଁାରେ ପାଖାପାଖି ୫ଶହ ଜଣ ଏଚ୍‌ଆଇଭିର ଶିକାର ହୋଇଛନ୍ତି। ତନ୍ମଧ୍ୟରେ ୪ଶହ ପିଲା ସଂକ୍ରମିତ। ଜନୈକ...

Play 250+ Trending Games
Archives

Model This Week

Why Dharitri