କମଲା ହାରିସଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୨।୭: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ସେ ଉପରାଷ୍ଟ୍ରପତି କମଲା ହାରିସଙ୍କ ନାମକୁ ସମର୍ଥନ କରିଛନ୍ତି। ବାଇଡେନ ନିର୍ବାଚନ ଦୌଡ଼ରୁ ବାହାରିବାର କିଛି ମିନିଟ ପରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ୮୧ ବର୍ଷିୟ ଜୋ ବାଇଡେନଙ୍କ ଅପେକ୍ଷା କମଲା ହାରିସଙ୍କୁ ପରାସ୍ତ କରିବା ସହଜ ହେବ।
ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍‌’ରେ କହିଛନ୍ତି, ବାଇଡେନ ଆମେରିକାର ଇତିହାସରେ ସବୁଠାରୁ ଖରାପ ରାଷ୍ଟ୍ରପତି। ବାଇଡେନ ଭାରି ଚତୁର ଏବଂ ରାଷ୍ଟ୍ରପତି ନିର୍ବାଚନ ପାଇଁ ସେ ଯୋଗ୍ୟ ନୁହନ୍ତି। ବାଇଡେନଙ୍କ ଅପେକ୍ଷା ଉପରାଷ୍ଟ୍ରପତି କମଲା ହାରିସଙ୍କୁ ପରାସ୍ତ କରିବା ସହଜ ହେବ।
ସେହପିରି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ଟ୍ରମ୍ପ ଜୁନିଅର କମଲା ହାରିସଙ୍କୁ ବାଇଡେନଙ୍କ ଅପେକ୍ଷା କମ ଦକ୍ଷ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri