ଟ୍ରମ୍ପ ଗଣତନ୍ତ୍ର ପାଇଁ ବିପଦ: ବାଇଡେନ

ଓ୍ବାଶିଂଟନ,୬ା୧୨: ଆସନ୍ତାବର୍ଷ ଆମେରିକାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟିକ୍‌ ଏବଂ ରିପବ୍ଲିକାନ୍‌ ପାର୍ଟିର ଅଭିଯାନ ଗତିଶୀଳ ହୋଇଛି। ଏକ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଜୋ ବାଇଡେନ ଯୋଗ ଦେଇ କହିଛନ୍ତି, ଯଦି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନ ପ୍ରାର୍ଥୀ ହୁଅନ୍ତି ନାହିଁ, ତେବେ ମୁଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି କି ନାହିଁ ମୁଁ ନିଶ୍ଚିତ ଭାବରେ କହି ପାରିବି ନାହିଁ। ଏହା ସହିତ ସେ ଚେତାବନୀ ଦେଇଛନ୍ତି ଯେ, ୨୦୨୪ରେ ଗଣତନ୍ତ୍ର ପାଇଁ ଅଧିକ ବିପଦ ଅଛି ।
ଏଥି ସହିତ ଟ୍ରମ୍ପ କହିଛନ୍ତି, ଯଦି ସେ ପୁନର୍ବାର ରାଷ୍ଟ୍ରପତି ହେବାକୁ ଚାହାନ୍ତି, ତେବେ ସେ କ୍ଷମତାର ଅପବ୍ୟବହାର କରିବେ ନାହିଁ। ସେ ପୁଣିଥରେ ହ୍ବାଇଟ୍‌ ହାଉସକୁ ନିୟନ୍ତ୍ରଣ କରିବାକୁ ଦାବି କରୁଛନ୍ତ। କିନ୍ତୁ ଏହା ମନେ ରଖିବାକୁ ହେବ ଯେ, ଟ୍ରମ୍ପ ତାଙ୍କ ସମର୍ଥକଙ୍କୁ କହିଛନ୍ତି ପ୍ରତିଶୋଧ ନେବାକୁ ପଡ଼ିବ, ସେ କୀଟନାଶକମାନଙ୍କୁ ଦେଶରୁ ବାହାର କରିଦେବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri