ଭାରତକୁ ଧମକ ଦେଲେ ଟ୍ରମ୍ପ: କ୍ଷମତାକୁ ଆସିଲେ ଲାଗୁ କରିବି ଅଧିକ ଟ୍ୟାକ୍ସ ବ୍ୟବସ୍ଥା…

ଓ୍ବାଶିଂଟନ,୨୧।୮ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ କିଛି ଆମେରିକୀୟ ଉତ୍ପାଦ ଉପରେ ଭାରତ ଦ୍ୱାରା ଅଧିକ ଟିକସ ପ୍ରସଙ୍ଗ ଉଠାଇଛନ୍ତି। ଆସନ୍ତା ବର୍ଷ ଯଦି ସେ କ୍ଷମତାକୁ ଆସନ୍ତି ତେବେ ଭାରତ ଉପରେ ଅଧିକ ଟ୍ୟାକ୍ସ ଲଗାବାକୁ ଧମକ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଆମେରିକାର ରାଷ୍ଟ୍ରପତି ଭାବରେ ତାଙ୍କର ପ୍ରଥମ କାର୍ଯ୍ୟକାଳ ମଧ୍ୟରେ ଟ୍ରମ୍ପ ଭାରତକୁ ଏକ ଟାରିଫ କିଙ୍ଗ ଭାବରେ ବର୍ଣ୍ଣନା କରିଥିଲେ। ମେ ୨୦୨୯ ରେ, ଭାରତର ଜେନେରାଲାଇଜଡ ସିଷ୍ଟମ ଅଫ ପ୍ରିଫରେନ୍ସେସ (ଜିଏସପି) କୁ ବନ୍ଦ କରିଦିଆଯାଇତତ୍ଲା। ଭାରତ ଆମେରିକାକୁ ଏହାର ବଜାରକୁ ସମାନ ତଥା ନ୍ୟାୟ ପ୍ରଦାନ କରୁନାହିଁ ବୋଲି ଅଭିଯୋଗ ହୋଇଥିଲା।

ଟ୍ରମ୍ପ ଏକ ସାକ୍ଷାତକାରରେ କହିଛନ୍ତି ସେ ଭାରତରେ ଟିକସ ହାରକୁ ହ୍ରାସ କରିଛନ୍ତି, ଯେତେବେଳେ କି ଭାରତ ଏଠାରେ ବହୁତ ଅଧିକ ଟିକସ ଲାଗୁ କରୁଛି। ସେ କହିଛନ୍ତି ମୁଁ ଏକ ୟୁନିଫର୍ମ ଟ୍ୟାକ୍ସ ଚାହୁଁଛି। ଟିକସ କ୍ଷେତ୍ରରେ ଭାରତ ବହୁ ଆଗରେ ଅଛି। ହାର୍ଲି ଡେଭିଡଶନ ମୋଟରସାଇକେଲରେ ଥିବା ଟ୍ୟାକ୍ସକୁ ଦେଖିଲେ ଏହା ସ୍ପଷ୍ଟ ଜଣାଯାଏ। ସେ ଆହୁରି କହିଛନ୍ତି ମୁଁ କେବଳ ପଚାରିବାକୁ ଚାହେଁ ଏହା ଭାରତ ଭଳି ସ୍ଥାନରେ କିପରି କରାଯାଇପାରିବ? ଉତ୍ତର ମିଳିଥିଲା ଏହା ସମ୍ଭବ କାରଣ ଭାରତରେ ୧୦୦ ପ୍ରତିଶତ ଏବଂ ୧୫୦ ପ୍ରତିଶତ ଏବଂ ୨୦୦ ପ୍ରତିଶତ ଶୁଳ୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri