ପୁଣି ଭାରତକୁ ଝଟକା ଦେଲେ ଟ୍ରମ୍ପ: ଫିଲ୍ମ ଉପରେ ୧୦୦% ଟାରିଫ୍

ନୂଆଦିଲ୍ଲୀ,୨୯।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଘୋଷଣା କରିଛନ୍ତି ଯେ, ଆମେରିକା ବାହାରୁ ନିର୍ମିତ ସମସ୍ତ ଫିଲ୍ମ ଉପରେ ୧୦୦% ଟାରିଫ୍‌ ଲାଗୁ କରାଯିବ। ଟ୍ରମ୍ପ କହିଛନ୍ତି, “ଆମର ଫିଲ୍ମ ନିର୍ମାଣ ବ୍ୟବସାୟକୁ ଅନ୍ୟ ଦେଶଗୁଡ଼ିକ ଚୋରି ନେଇଛନ୍ତି, ଯେମିତି ଶିଶୁଙ୍କ ମୁହଁରୁ ମିଠାଇ ଚୋରାଇବା।” କାଲିଫୋର୍ନିଆର ‘ଦୁର୍ବଳ ଗଭର୍ଣ୍ଣର’କୁ ଦୋଷୀ କରି ଟ୍ରମ୍ପ ଏହି ‘ଦୀର୍ଘଦିନର ସମସ୍ୟା’ର ସମାଧାନ ହିଁ ଏହି ନିଷ୍ପତ୍ତି ବୋଲି କହିଛନ୍ତି। ପୋଷ୍ଟ୍‌ରେ ‘ମେକ୍‌ ଆମେରିକା ଗ୍ରେଟ୍‌ ଏଗେନ୍‌’ ସ୍ଲୋଗାନ୍‌ ସମେତ ସାଇନ୍‌ ଅଫ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri