ରୁଷିଆ, ଚାଇନା ଉପରେ ବଡ଼ କଟକଣା ଲଗାଇବେ ଟ୍ରମ୍ପ୍‌

ନ୍ୟୁୟର୍କ/ଓ୍ବାଶିଂଟନ,୧୩ା୯: ୟୁକ୍ରେନ୍‌ ଯୁଦ୍ଧ ବନ୍ଦ କରିବାକୁ ହେଲେ ଚାଇନା ଉପରେ ୫୦ରୁ ୧୦୦ ପ୍ରତିଶତ ଟାରିଫ୍‌ ଲଗାଇବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ନାଟୋ ରାଷ୍ଟ୍ରଗୁଡ଼ିକୁ କହିଛନ୍ତି। ଏଥିସହିତ ରୁଷିଆରୁ ନାଟୋ ରାଷ୍ଟ୍ରଗୁଡ଼ିକ ତେଲ କିଣା ବନ୍ଦ କରିବାକୁ ସେ ପରାମର୍ଶ ଦେଇଛନ୍ତି। ସବୁ ନାଟୋ ଦେଶ ମସ୍କୋରୁ ତୈଳ କିଣା ବନ୍ଦ କରିଦେଲେ ସେ ରୁଷିଆ ଉପରେ ବଡ଼ କଟକଣା ଲଗାଇବେ ବୋଲି ଟ୍ରୁଥ୍‌ ସୋସିଆଲରେ ଟ୍ରମ୍ପ୍‌ ଲେଖିଛନ୍ତି। ରୁଷିଆରୁ ନାଟୋ ରାଷ୍ଟ୍ର ତେଲ କିଣୁଥିବାରୁ ମସ୍କୋ ଉପରେ ମୂଲଚାଲ କ୍ଷମତା ଓ ବୁଝାମଣା ସ୍ଥିତି ଦୁର୍ବଳ ହେଉଛି। ଚାଇନା ଉପରେ ୫୦ରୁ ୧୦୦ ପ୍ରତିଶତ ଶୁଳ୍କ ଲଗାଗଲେ ଯୁଦ୍ଧ ବନ୍ଦ ଦିଗରେ ଏହା ବଡ଼ ସହାୟକ ହେବ। କାରଣ ରୁଷିଆ ଉପରେ ଚାଇନାର ଦୃଢ଼ ନିୟନ୍ତ୍ରଣ ରହିଛି। ପ୍ରଭାବଶାଳୀ ଟାରିଫ୍‌ ଏହାକୁ ଭାଙ୍ଗିଦେବ ବୋଲି ଟ୍ରମ୍ପ୍‌ କହିଛନ୍ତି।

ଟ୍ରମ୍ପ୍‌ ଆହୁରି କହିଛନ୍ତି, ୟୁକ୍ରେନ୍‌ ଯୁଦ୍ଧ ତାଙ୍କ ଯୁଦ୍ଧ ନୁହେଁ। ସେ ରାଷ୍ଟ୍ରପତି ଥିଲେ ୟୁକ୍ରେନ୍‌ ଯୁଦ୍ଧ କଦାପି ଆରମ୍ଭ ହୋଇ ନ ଥାନ୍ତା। ଏହା ବାଇଡେନ୍‌ ଓ ଜେଲେନ୍‌ସ୍କିଙ୍କ ଯୁଦ୍ଧ। ସେ କେବଳ ଯୁଦ୍ଧ ବନ୍ଦ କରିବାରେ ସହାୟତା ପାଇଁ ଓ ଅନେକ ହଜାର ରୁଷୀୟ ଏବଂ ୟୁକ୍ରେନୀୟଙ୍କ ଜୀବନ ରକ୍ଷା ପାଇଁ ଏଠାରେ ଅଛନ୍ତି। ତାଙ୍କ କହିବା ଅନୁଯାୟୀ ଯଦି ନାଟୋ ପଦକ୍ଷେପ ନିଏ, ତେବେ ଯୁଦ୍ଧର ଶୀଘ୍ର ଅବସାନ ଘଟିବ ଓ ସମସ୍ତଙ୍କ ଜୀବନ ବଞ୍ଚତ୍ୟିବ। ନ ହେଲେ କେବଳ ମୋର ସମୟ ନଷ୍ଟ ହେବ ନାହିଁ ଆମେରିକାର ସମୟ, ଶକ୍ତି ଓ ଅର୍ଥ ବରବାଦ ହେବ ବୋଲି ଟ୍ରମ୍ପ୍‌ କହିଛନ୍ତି।

ଲାଗିବ ୫୦ରୁ ୧୦୦% ଟାରିଫ୍‌


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri