୨୦୨୦ ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଚେଷ୍ଟା କରିଥିଲେ ଟ୍ରମ୍ପ,ଚାର୍ଜଶିଟ ଦାଖଲ…

ଓ୍ବାଶିଂଟନ,୨।୮ : ଆମେରିକାରେ ହୋଇଥିବା ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଚେଷ୍ଟା କରିଥିବା ନେଇ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଏକ ଚାର୍ଜଶିଟ ଦାଖଲ କରାଯାଇଛି। ଚାରିମାସ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ତୃତୀୟ ଥର ପାଇଁ ଅପରାଧିକ ଅଭିଯୋଗ ହୋଇଛି।

ନିର୍ବାଚନରେ ପରାଜୟ ବରଣ କରିବା ଏବଂ କ୍ଷମତା ହସ୍ତାନ୍ତରକୁ ରୋକିବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଫେଡେରାଲ ଅନୁସନ୍ଧାନରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହାପୂର୍ବରୁ ଟ୍ରମ୍ପ ଏ ବିଷୟରେ ଆଶଙ୍କା ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ ନୂତନ ଅଭିଯୋଗ ଘୋଷଣା କରାଯାଇପାରେ ବୋଲି ମଙ୍ଗଳବାର ଟ୍ରମ୍ପ କହିଛନ୍ତି।

ଟ୍ରମ୍ପ କହିଥିଲେ ସେ ଶୁଣିଛନ୍ତି ଆଟର୍ନି ଜ୍ୟାକ ସ୍ମିଥ ସ୍ଥାନୀୟ ସମୟ ସନ୍ଧ୍ୟା ୫ ଟା ସମୟରେ ତାଙ୍କ ବିରୋଧରେ ଏକ ଅଭିଯୋଗ ଘୋଷଣା କରିବେ। ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପୋଷ୍ଟରେ ଏହି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି , କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri