ଏମିତି ପ୍ରଶ୍ନ ଶୁଣି ରାଗିଗଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୧ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପିୟର୍ସ ମୋର୍ଗାନଙ୍କ ସହ ଚାଲିଥିବା ସାକ୍ଷାତକାରରୁ ଉଠି ଚାଲିଯାଇଥିବା ଦେଖିବାକୁ ମିଳିଛି। କାରଣ ଗତ ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ହାରିଯିବା ପ୍ରଶ୍ନ ଶୁଣି ରାଗି ପାଚି ନିଆଁ ହୋଇଯାଇଥିଲେ ଟ୍ରମ୍ପ୍‌। ଏହି ସାକ୍ଷାତକାରର ଏକ ପ୍ରୋମୋ ରୁପର୍ଟ ମର୍ଡକଙ୍କ ଟକ୍‌ ଟିଭିରେ ପ୍ରଦର୍ଶିତ ହୋଇଥିଲା। ଯେଉଁଥିରେ ପୂର୍ବତନ ରାଷ୍ଟ୍ରପତି ମୋର୍ଗାନଙ୍କୁ ଅସାଧୁ ଏବଂ ମୁର୍ଖ ବୋଲି କହିଥିଲେ।

 

ପରେ ଟ୍ରମ୍ପ୍‌ ନିଜକୁ ରକ୍ଷା କରୁଥିବା ଜଣାପଡ଼ଛି। ମୋର୍ଗାନ ଟ୍ରମ୍ପଙ୍କୁ କହିଛନ୍ତି, ସେ ୨୦୨୦ ନିର୍ବାଚନରେ ଜାଲିଆତି ଅଭିଯୋଗ ଆଣିଥିଲେ କିନ୍ତୁ ପ୍ରମାଣ ଦେବାରେ ବିଫଳ ହୋଇଛନ୍ତି। ଏହା ଶୁଣିବା ପରେ ଟ୍ରମ୍ପ୍‌ ରାଗି ଯାଇଥିଲେ। ଏଥିପାଇଁ ଟ୍ରମ୍ପ କହିଛନ୍ତି, ମୁଁ ଭାବୁଛି ମୁଁ ତୁମ ଅପେକ୍ଷା ଅଧିକ ସଚ୍ଚୋଟ ଅଟେ। ତୁମେ ଜଣେ ସତରେ ମୁର୍ଖ। ଅବଶ୍ୟ ପରେ ଏଥିରେ ପ୍ୟାଚ୍‌ ପକାଇଛନ୍ତି ଟ୍ରମ୍ପ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?