ଟ୍ରମ୍ପ ହେବେ ରାଷ୍ଟ୍ରପତି! ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ,୬।୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଥିବା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ତାଙ୍କ ସମର୍ଥକଙ୍କୁ ନଭେମ୍ବର ୬, ୨୦୨୪ରେ ସମ୍ବୋଧିତ କରିବେ। ଏଥି ସହିତ କମଲା ହାରିସ ଆସନ୍ତାକାଲି ଅର୍ଥାତ୍‌ ୭ ନଭେମ୍ବରାର ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରିବେ।
ଡୋନାଲ୍ଡ ଟ୍ରମ୍ପ ସଂଖ୍ୟାଗରିଷ୍ଠତା ପାଇବା ମାତ୍ରେ ଏଲ ସାଲଭାଡୋରର ରାଷ୍ଟ୍ରପତି ନୟିବ ବୁକେଲ ତାଙ୍କୁ ପ୍ରଥମେ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ …। ଭଗବାନ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଆପଣଙ୍କୁ ମାର୍ଗଦର୍ଶନ କରନ୍ତୁ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବାରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଆମେରିକାର ନିର୍ବାଚନରେ ଜିତିବା ପରେ ୪୭ ତମ ରାଷ୍ଟ୍ରପତି ହେବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ ଆମେରିକାର ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ପୂର୍ବରୁ ଏପରି ଦୃଶ୍ୟ କେବେ ଦେଖି ନଥିଲି। ଆମେ ଆମର ସୀମାକୁ ମଜବୁତ କରିବୁ । ଦେଶର ସମସ୍ତ ସମସ୍ୟାର ସମାଧାନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri