ଯେଉଁ ବିଲ୍ଡିଂରେ ଚାଲିଥିଲା କେସ୍‌, ସେଇଠି ଶପଥ ନେବେ ଟ୍ରମ୍ପ, ଜାଣି ତାଜୁବ ହେବେ…

ଓ୍ବାଶିଂଟନ୍‌,୭।୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୨୦ ତାରିଖ ମଧ୍ୟାହ୍ନ ୧୨ଟାରେ ଆମେରିକାର ସଂସଦ ଭବନ କ୍ୟାପିଟାଲରେ ଶପଥ ଗ୍ରହଣ କରିବେ । ଶପଥ ଗ୍ରହଣ ପରେ ସେ କ୍ୟାପିଟାଲରୁ ତାଙ୍କ ସ୍ତ୍ରୀ ଏବଂ ଆମେରିକାର ପ୍ରଥମ ଲେଡି ମେଲାନିଆ ଟ୍ରମ୍ପଙ୍କ ସହ ହ୍ବାଇଟ ହାଉସରେ ରହିବାକୁ ଯିବେ।

ଶପଥ ଗ୍ରହଣ ଦାୟିତ୍ୱ ଆମେରିକାର ସଂସଦର ମିଳିତ କମିଟିର ରହିଛି । ଜାନୁଆରୀ ୬ରେ ଏହି କମିଟି ଗଠନ କରାଯିବ । ଏହା ପରେ ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ପ୍ରସ୍ତୁତି ଆରମ୍ଭ ହେବ । ଜାନୁଆରୀ ୨୦ରେ ଆମେରିକାର ସମୟ ଦ୍ୱିପ୍ରହରରେ ଶପଥ ଗ୍ରହଣ ଆରମ୍ଭ ହେବ ।

ସ୍ତ୍ରୀ ମେଲାନିଆ ଟ୍ରମ୍ପଙ୍କ ହାତରେ ବାଇବେଲ ଏବଂ ଆମେରିକାର ସମ୍ବିଧାନ ରହିବ । ଯେଉଁଥିରେ ଡୋନାଲ୍ଡ ଟ୍ରମ୍ପ ତାଙ୍କ ହାତ ରଖିବେ ଏବଂ ସମ୍ବିଧାନର ସୁରକ୍ଷା ତଥା ତାଙ୍କ କର୍ତ୍ତବ୍ୟ ପାଳନ କରିବାକୁ ଶପଥ ନେବେ । ପରେ ଟ୍ରମ୍ପ କ୍ୟାପିଟାଲ ହିଲ ବିଲ୍ଡିଂରେ ଥିବା ରାଷ୍ଟ୍ରପତିଙ୍କ କୋଠରୀକୁ ଯାଇ କାର୍ଯ୍ୟ ଆରମ୍ଭରେ ପ୍ରଥମ ଫାଇଲରେ ଦସ୍ତଖତ କରିବେ ।

ପରମ୍ପରା ଅନୁଯାୟୀ ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ପୁରାତନ ରାଷ୍ଟ୍ରପତି ମଧ୍ୟ ଉପସ୍ଥିତ ରହିଥାନ୍ତି । କିନ୍ତୁ ୨୦୨୦ରେ ବାଇଡେନଙ୍କ ଶପଥ ଗ୍ରହଣ ସମାରୋହରେ ସେ ଯୋଗ ଦେଇନଥିଲେ । ଆମେରିକାର ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କ ପରି ସେ ତାଙ୍କ ଉତ୍ତରାଧିକାରୀ ଜୋ ବାଇଡେନଙ୍କ ପାଇଁ ଏକ ଚିଠି ଲେଖି ହ୍ବାଇଟ ହାଉସରେ ଅବସ୍ଥିତ ଓଭାଲ ଅଫିସର ରାଷ୍ଟ୍ରପତିଙ୍କ ଟେବୁଲରେ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri