ଟ୍ରମ୍ପକୁ ନେଇ ଆସିଲା ବଡ଼ ଖବର, ରାତି ୧୧.୩୦ରେ ଦେବେ ଇସ୍ତଫା!

ଓ୍ବାଶିଂଟନ୍‌,୨।୯: ଟାରିଫକୁ ନେଇ ଏବେ ଦେଶ ବିବାଦରେ ଅଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହାରି ଭିତରେ ଗତ କିଛି ଦିନ ହେବ ଦେଖିବାକୁ ମିଳୁଛି, ଅନେକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହୁଛନ୍ତି ଟ୍ରମ୍ପ । ଏହି କାରଣରୁ ତାଙ୍କ ସୱାସ୍ଥ୍ୟାବସ୍ଥାକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏବେ ହୱାଇଟ ହାଉସ ସୂଚନା ଦେଇଛି ଯେ, ଟ୍ରମ୍ପ ଆଜି ରାତି ୧୧:୩୦ ରେ ଏକ ବଡ଼ ଘୋଷଣା କରିବାକୁ ଯାଉଛନ୍ତି। ତେବେ ଟ୍ରମ୍ପ କ’ଣ ଘୋଷଣା କରିବେ? ତାକୁ ନେଇ ସୋସିଆଲ ମିଡିଆରେ ଅନେକ କଳ୍ପନାଜଳ୍ପନା କରାଯାଉଛି। ଲୋକମାନେ କହୁଛନ୍ତି ଯେ, ଟ୍ରମ୍ପ ଇସ୍ତଫା ଦେବାକୁ ଯାଉଛନ୍ତି। କେତେକ କହୁଛନ୍ତି ଯେ ଏକ ବଡ଼ ଘୋଷଣା ହେବାକୁ ଯାଉଛି, ଯାହା ଆଜି ପର୍ଯ୍ୟନ୍ତ ଆମେରିକାର ଇତିହାସରେ କେବେ ଘଟିନାହିଁ।

ହୱାଇଟ ହାଉସ ପ୍ରେସକୁ କହିଛି ଯେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେପ୍ଟେମ୍ବର ୨, ମଙ୍ଗଳବାର ଦିନ ୨ଟା (ଆମେରିକା ସମୟ) ଅର୍ଥାତ ରାତି ୧୧:୩୦ ରେ (ଭାରତୀୟ ସମୟ) ଏକ ବଡ଼ ଘୋଷଣା କରିବେ। ଏହା ପରେ, ନୂତନ ଥିଓରୀ ସାମ୍ନାକୁ ଆସୁଛି। ଟ୍ରମ୍ପଙ୍କୁ ଗତ ସପ୍ତାହରୁ ସାର୍ବଜନୀନ ଭାବରେ ଦେଖାଯାଇନାହିଁ। ଏହି କାରଣରୁ ତାଙ୍କ ସୱାସ୍ଥ୍ୟାବସ୍ଥାକୁ ନେଇ ବିଭିନ୍ନ ଗୁଜବ ବ୍ୟାପିବାରେ ଲାଗିଛି।

ଗତ ଶୁକ୍ରବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ Trump Is Dead ଏବଂ Where Is Trump? ଭଳି ହ୍ୟାସଟ୍ୟାଗ ଟ୍ରେଣ୍ଡ କରିବା ଆରମ୍ଭ କରିଥିଲା। ଅଗଷ୍ଟ ୨୭ ତାରିଖରେ ହୱାଇଟ ହାଉସ କ୍ୟାବିନେଟ ବୈଠକ ପରେ ଟ୍ରମ୍ପଙ୍କୁ ସାଧାରଣରେ ଦେଖାଯାଇ ନଥିଲା। ସେହି ବୈଠକର ତାଙ୍କର ଏକ ଫଟୋ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କ ହାତରେ ଆଘାତର ଚିହ୍ନ ଦେଖାଯାଉଥିଲା। ହୱାଇଟ ହାଉସର ପ୍ରେସ ସଚିବ କାରୋଲିନ ଲେଭିଟ ସ୍ପଷ୍ଟ କରିଥିଲେ ଯେ, ଟ୍ରମ୍ପଙ୍କ ହାତରେ ଏହି ଚିହ୍ନ ଲଗାତାର ହାତ ମିଳାଇବା ଯୋଗୁଁ ଆସିଥିଲା, କିନ୍ତୁ ଗୁଜବ ବନ୍ଦ ହୋଇନଥିଲା। ଅଗଷ୍ଟ ୩୦ ତାରିଖରେ ଟ୍ରମ୍ପଙ୍କୁ ଭର୍ଜିନିଆରେ ତାଙ୍କ ଗଲ୍ଫ କ୍ଲବରେ ଦେଖାଯାଇଥିଲା। କିଛି ଲୋକ ମଜା କରି ଲେଖିଥିଲେ ଯେ ହୁଏତ ଆଜି ଜଣେ ନୂତନ ରାଷ୍ଟ୍ରପତି ଘୋଷଣା ହେବାକୁ ଯାଉଛନ୍ତି। ଏହାପରେ ଆଉ କିଛି କହିଥିଲେ କି, ହୁଏତ ଟ୍ରମ୍ପ ସୱାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଉଛନ୍ତି ଏବଂ ତୁରନ୍ତ ନୂତନ ଉପରାଷ୍ଟ୍ରପତି ର୍ନିବାଚିତ ହେବା ଉଚିତ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri