ନିର୍ବାଚନ ଲଢ଼ିବେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌, ୩୧ା୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ୍‌ ୨୦୨୪ ନିର୍ବାଚନ ଲଢ଼ିପାରନ୍ତି ବୋଲି କହିଛନ୍ତି। ସେ କ୍ଷମତାକୁ ଆସିଲେ ୨୦୨୧ ଜାନୁୟାରୀ ୬ରେ ହୋଇଥିବା କ୍ୟାପିଟୋଲ ଦଙ୍ଗା ଅଭିଯୁକ୍ତଙ୍କୁ କ୍ଷମା କରିଦେବେ ବୋଲି ଶନିବାର ଟେକ୍ସାସ୍‌ଠାରେ ଆୟୋଜିତ ‘ସେଭ୍‌ ଆମେରିକା’ ମେଗା ରାଲିରେ ପ୍ରକାଶ କରିଛନ୍ତି। ଅନେକ ଲୋକ ତାଙ୍କୁ ଏ ବିଷୟରେ ପ୍ରଶ୍ନ କରୁଛନ୍ତି। ଯଦି ସେ ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ ଭାଗ ନିଅନ୍ତି ଏବଂ ଏଥିରେ ବିଜୟ ହୁଅନ୍ତି ତେବେ ଦଙ୍ଗାରେ ସମ୍ପୃକ୍ତ ଲୋକଙ୍କ ସହ ଉଚିତ ବ୍ୟବହାର କରିବେ। ଆବଶ୍ୟକ ପଡ଼ିଲେ ସେମାନଙ୍କୁ କ୍ଷମା ଦେବେ ବୋଲି ୭୫ ବର୍ଷୀୟ ଟ୍ରମ୍ପ୍‌ କହିଛନ୍ତି। ସୂଚନାଯୋଗ୍ୟ, ୧୮୧୨ ଯୁଦ୍ଧ ପରେ ଗତ ବର୍ଷ ଜାନୁୟାରୀରେ ଆମେରିକା କଂଗ୍ରେସକୁ ଟାର୍ଗେଟ କରାଯାଇଥିଲା। ବର୍ତ୍ତମାନ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କଠାରୁ ଟ୍ରମ୍ପ୍‌ ହାରିବା ପରେ ବହୁ ସଂଖ୍ୟାରେ ଟ୍ରମ୍ପ ସମର୍ଥନ କ୍ୟାପିଟୋଲ ମଧ୍ୟକୁ ଧସେଇ ପଶି ହିଂସାକାଣ୍ଡ ଘଟାଇଥିଲେ। ଏଥିରେ ସିକ୍ୟୁରିଟି ଅଧିକାରୀ ଓ ଦଙ୍ଗାକାରୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଶହେରୁ ଊର୍ଦ୍ଧ୍ୱ ପୋଲିସ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ…

ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ…

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ…

ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ

ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ):  ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ…

ଆମେରିକୀୟ ‘ଜଳଦସ୍ୟୁ’କୁ ମୁକାବିଲା କରିବେ ଇରାନୀ ‘ମଶା’: ହର୍ମୁଜ ପ୍ରଣାଳୀରେ ବିନାଶର ପର୍ଯ୍ୟାୟ ପ୍ରସ୍ତୁତ…

ତେହରାନ,୧୯।୪: ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଘୋଷଣା କରିଥିଲେ ଯେ ଆମେରିକା ଇରାନ ନୌସେନାକୁ ସମ୍ପୂର୍ଣ୍ଣ ଭାବରେ ନଷ୍ଟ କରିଦେଇଛି। ଆମେରିକା ଦ୍ୱାରା ଆରମ୍ଭ ହୋଇଥିବା ଆକ୍ରମଣରେ,…

ଇଟାଲୀରେ ଦୁଇ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ଗୁରୁଦ୍ୱାର ବାହାରେ….

ନୂଆଦିଲ୍ଲୀ,୧୯।୪: ଇଟାଲୀରେ ଦୁଇଜଣ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ଇଟାଲୀର କୋଭୋ ସହରରେ ଘଟିଥିଲା।…

‘ଆମେ କୌଣସି ମୂର୍ଖଙ୍କ ଇଙ୍ଗିତରେ ହର୍ମୁଜ ଖୋଲିବୁ ନାହିଁ’, ଟ୍ରମ୍ପଙ୍କୁ ତାତ୍ସଲ୍ୟ କଲା ଇରାନ୍

ତେହରାନ,୧୯।୪: ଇରାନ-ଆମେରିକା ବିବାଦ ଏବେ ଏକ ସୋସିଆଲ ମିଡିଆ ଓ୍ବାରରେ ପରିଣତ ହୋଇଛି । ଏକ ଅଡିଓ କ୍ଲିପ୍ ଉଦ୍ଧୃତ କରି ଦକ୍ଷିଣ ଆଫ୍ରିକାରେ ଥିବା ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri