ଏହି ପର୍ନ ଷ୍ଟାରଙ୍କୁ ୩୩ ଲକ୍ଷ ଟଙ୍କା ଦେବେ ଟ୍ରମ୍ପ୍‌…

ଓ୍ବାଶିଂଟନ, ୨୩।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ପର୍ନ ଷ୍ଟାର ଷ୍ଟୋର୍ମି ଡାନିଏଲ୍‌ଙ୍କୁ ୩୩ ଲକ୍ଷ ଟଙ୍କା ଦେବେ। ଏନେଇ ଆମେରିକାର ଏକ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଟ୍ରମ୍ପ୍‌ଙ୍କ ସହିତ ସମ୍ପର୍କ ଥିଲା ବୋଲି ଷ୍ଟୋର୍ମି ଦାବି କରିଛନ୍ତି। ତେବେ ଏହାକୁ ଟ୍ରମ୍ପ୍‌ ଖଣ୍ଡନ କରିଛନ୍ତି। ୪୧ ବର୍ଷ ବୟସ୍କା ଷ୍ଟୋର୍ମି ଟମ୍ପ୍‌ଙ୍କ ବିରୋଧରେ ମାମଲା ଦାଏର କରିଥିଲେ। ପରବର୍ତ୍ତୀ ସମୟରେ ଏହା ରଦ୍ଦ ହୋଇଯାଇଥିଲା। ତେଣୁ ଷ୍ଟୋର୍ମିଙ୍କର ଖର୍ଚ୍ଚ ହୋଇଥିବା ଟଙ୍କାର ଭରଣା ଟ୍ରମ୍ପ୍‌ କରିବେ ବୋଲି କାଲିଫର୍ନିଆର ଏକ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ନିର୍ଦ୍ଦେଶ ପରେ ଷ୍ଟୋର୍ମି ଟୁଇଟ୍‌ କରି ପୁଣି ଏକ ବିଜୟ ବୋଲି ସୂଚନା ଦେଇଛନ୍ତି। ମାମଲା ଦାଏର କରିବା ପରେ ଷ୍ଟୋର୍ମି ଏକ ପୁସ୍ତକ ମଧ୍ୟ ଲେଖିଥିଲେ। ସେ ଏଥିରେ ଟ୍ରମ୍ପ୍‌ ଙ୍କ ସହିତ ସମ୍ପର୍କ ଥିବା ବିଷୟରେ ଉଲ୍ଲେଖ କରିଥିଲେ। ୨୦୦୬ରେ ଟ୍ରମ୍ପ୍‌ଙ୍କ ସହିତ ଷ୍ଟୋର୍ମିଙ୍କର ସମ୍ପର୍କ ଥିବା ପୁସ୍ତକରେ ଦର୍ଶାଯାଇଛି। ଏଥିପାଇଁ ଚୁପ୍‌ ରହିବା ଲାଗି ଷ୍ଟୋର୍ମିଙ୍କୁ ଟ୍ରମ୍ପ୍‌ଙ୍କ ଆଇନଜୀବୀଙ୍କ ପକ୍ଷରୁ ୯୭ ଲକ୍ଷ ଟଙ୍କା ଦିଆଯାଇଥିବା ପୁସ୍ତକରେ ପ୍ରକାଶ ପାଇଛି। ଏହି ପୁସ୍ତକ ବେଶ୍‌ ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri