ଫେସବୁକ୍‌-ଇନଷ୍ଟାଗ୍ରାମକୁ ଫେରିବେ ଟ୍ରମ୍ପ୍‌: ମେଟା କଲା ଘୋଷଣା…

ଓ୍ବାଶିଂଟନ,୨୬।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଫେସବୁକ ଏବଂ ଇନଷ୍ଟାଗ୍ରାମରେ ନିଜର ପ୍ରତିକ୍ରିୟା ଦେଉଥିବାର ନଜର ଆସିବେ। ଆସନ୍ତା ସପ୍ତାହରେ ଟ୍ରମ୍ପଙ୍କ ଫେସବୁକ ଏବଂ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁନଃସ୍ଥାପିତ ହେବ ବୋଲି ମେଟା ଘୋଷଣା କରିଛି।
କ୍ୟାପିଟୋଲ ହିଲ ହତଂସା ପରେ ମେଟା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆକାଉଣ୍ଟକୁ ବ୍ଲକ୍‌ କରିଥିଲେ। ମିଡିଆ ରିପୋର୍ଟ ଅନୁଯାୟୀ ସୋସିଆଲ ମିଡିଆ କମ୍ପାନୀ ଏକ ବ୍ଲଗ ପୋଷ୍ଟରେ କହିଛି ଯେ ବିବାଦୀୟ ପୋଷ୍ଟକୁ ଏଡାଇବା ପାଇଁ ଏହା ନୂଆ ନିୟମ କରିଛି। ରାଜନୈତିକ ପ୍ରସାର ତଥା ପାଣ୍ଠି ସଂଗ୍ରହ ପାଇଁ ଫେସବୁକ ଏବଂ ଇନଷ୍ଟାଗ୍ରାମ ହେଉଛି ପ୍ରମୁଖ ଉପକରଣ ବୋଲି ଟ୍ରମ୍ପ କହିଛନ୍ତି।
ଏହାପୂର୍ବରୁ ଖବର ଆସିଥିଲା ଯେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକକୁ ଫେରିବାକୁ ଚାହୁଁଛନ୍ତି। ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଆମେ ମେଟା ସହ ଆଲୋଚନା କରୁଛୁ। ଉଲ୍ଲେଖନୀୟ କଥା ହେଉଛି, ଏହି ମାସରେ ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରତ୍ୟାହାର ସମ୍ପର୍କରେ ମେଟା ନିଷ୍ପତ୍ତି ନେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri