ଟ୍ରମ୍ପ ଜିତିଲେ ନୋବେଲ ଶାନ୍ତି ପୁରସ୍କାର, ନେତାନ୍ୟାହୁ AI-ଜେନେରେଟେଡ୍ ଫଟୋ ପୋଷ୍ଟ କରି କରି ଉତ୍ସବ ମନାଇଲେ

ନୂଆଦିଲ୍ଲୀ,୯ା୧୦: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ଗୁରୁବାର ନୋବେଲ ଶାନ୍ତି ପୁରସ୍କାର ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପଙ୍କୁ ପ୍ରଚଣ୍ଡ ସମର୍ଥନ ଦେଇଛନ୍ତି। ଏହା ଇସ୍ରାଏଲ-ହମାସ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଘୋଷଣା ପରେ କିଛି ଘଣ୍ଟା ମଧ୍ୟରେ ଆସିଛି।

ନେତନ୍ୟାହୁ ନିଜ ଅଫିସିଆଲ୍ ଏକ୍ସ୍ ଆକାଉଣ୍ଟରୁ ଏକ AI-ଜେନରେଟେଡ୍ ଫଟୋ ସେୟାର୍ କରି ଲେଖିଛନ୍ତି, “ଡୋନାଲ୍ଡ୍ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦିଅନ୍ତୁ। ସେ ଏହାର ଯୋଗ୍ୟ!” ଫଟୋରେ ଟ୍ରମ୍ପ ଗଳାରେ ପୁରସ୍କାର ମେଡାଲ୍ ପିନ୍ଧାଇ ନେତନ୍ୟାହୁଙ୍କ ସହ ଉତ୍ସବ ମନାଉଥିବା ଦେଖାଯାଉଛି।

ଏହି ପୋଷ୍ଟ୍ ଶୁକ୍ରବାର ନୋବେଲ ଘୋଷଣାର ଏକ ଦିନ ପୂର୍ବରୁ ଆସିଛି। ଗାଜା ଯୁଦ୍ଧବନ୍ଦୀମାନଙ୍କ ପରିବାରମାନେ ମଧ୍ୟ ଟ୍ରମ୍ପଙ୍କୁ ପୁରସ୍କାର ଦେବାକୁ ଆବେଦନ କରିଛନ୍ତି, କହୁଛନ୍ତି ସେ “ଅନ୍ଧକାରରେ ଆଲୋକ” ଦେଇଛନ୍ତି। ୨୦୧୮ରୁ ଟ୍ରମ୍ପଙ୍କ ଏହି ଇଚ୍ଛା ଏବେ ଗମ୍ଭୀର ରାଜନୈତିକ ଅଭିଯାନରେ ପରିଣତ ହୋଇଛି। ହ୍ୱାଇଟ୍ ହାଉସ୍ ଟ୍ରମ୍ପଙ୍କୁ ‘ଦ ପିସ୍ ପ୍ରେସିଡେଣ୍ଟ୍’ ଉପାଧି ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?