ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ ଦେଇ ଗତବର୍ଷ ଭରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ କରିଥିବା ପୁଣିଥରେ ଦାବି କରିଛନ୍ତି। ସେ ମୋଟ ୮ଟି ଯୁଦ୍ଧକୁ ରୋକିଥିଲେ ମଧ୍ୟ ନୋବେଲ ଶାନ୍ତି ପୁରସ୍କାର ମିଳି ନ ଥିବାରୁ ଦୁଃଖ ପ୍ରକାଶ କରିଛନ୍ତି।

ଗତବର୍ଷ ଏପ୍ରିଲ ୨୨ରେ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଓ ପାକ୍‌ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ ଭିତ୍ତିଭୂମିଗୁଡ଼ିକୁ ଟାର୍ଗେଟ କରି ସେହିବର୍ଷ ମେ’ରେ ଭାରତ ଅପରେଶନ ସିନ୍ଦୂର ଆରମ୍ଭ କରିଥିଲା। ଶୁକ୍ରବାର ଫ୍ଲୋରିଡ଼ାରେ ଏକ ନିର୍ବାଚନୀ ରାଲିରେ ଉଦ୍‌ବୋଧନ ଦେଇ ଟ୍ରମ୍ପ୍‌ ଭାରତ-ପାକ୍‌ ଯୁଦ୍ଧ ବନ୍ଦ ପାଇଁ ପୁଣିଥରେ ନିଜକୁ ଶ୍ରେୟ ଦେଇଛନ୍ତି। ୨ ଅଣୁଅସ୍ତ୍ର କ୍ଷମତାସମ୍ପନ୍ନ ଦେଶ ଉତ୍ତେଜିତ ଥିଲେ ମଧ୍ୟ ଆକ୍ରମଣ ବନ୍ଦ କରିଥିଲେ। ଏହି ଆକ୍ରମଣରେ ୧୧ଟି ଯୁଦ୍ଧବିମାନକୁ ଗୁଳିକରି ଖସାଯାଇଥିଲା ବୋଲି ଟ୍ରମ୍ପ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?