ଆପରାଧିକ ମାମଲାରେ ଟ୍ରମ୍ପଙ୍କ ଲୋକପ୍ରିୟତା ହ୍ରାସ, ରାଷ୍ଟ୍ରପତି ଦୌଡରୁ ପଡିବେ କି ବାଦ୍‌!

ଓ୍ବାଶିଂଟନ୍‌,୩୦।୬:ହ୍ବାଇଟ୍‌ ହାଉସ୍‌ର ଅଫିସିଆଲ ଦସ୍ତାବିଜକୁ ନିଜ ଘରେ ଲୁଚାଇବା ମାମଲାରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାରେ ଅପରାଧୀ ସାଜିଥିବା ଟ୍ରମ୍ପ ଆଗାମୀ ନିର୍ବାଚନରେ ରାଷ୍ଟ୍ରପତି ଦୌଡରେ ସାମିଲ୍‌ ହୋଇଛନ୍ତି। ତେବେ ନିକଟରେ କରାଯାଇଥିବା ଏକ ସର୍ଭେରୁ ଜଣାପଡିଛି କି ଟ୍ରମ୍ପଙ୍କ ଲୋକପ୍ରିୟତା ହ୍ରାସ ପାଇଛି। ସରକାରୀ ଦସ୍ତାବିଜ ଲୁଚାଇବା ଏବଂ ଅନେକ ଆପରାଧିକ ମାମଲା ଯୋଗୁ ତାଙ୍କର ଲୋକପ୍ରିୟତା ହ୍ରାସ ପାଇବାର ମୁଖ୍ୟ କାରଣ ବୋଲି ସର୍ଭେରେ କୁହାଯାଇଛି।

ଜୁନ ୨୨ ରୁ ୨୬ ମଧ୍ୟରେ ଏପି-ଏନଓଆର୍‌ସି ସେଣ୍ଟର ଫର୍‌ ପବ୍ଲିକ୍‌ ଆଫଏର୍ସ ରିସର୍ଚ୍ଚ ଦ୍ୱାରା କରାଯାଇଥିବା ଏକ ସର୍ଭେରେ ଜଣାପଡିଥିଲା କି, ୬୦ପ୍ରତିଶତ ପାର୍ଟି ସଦସ୍ୟ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଯାହା ଏପ୍ରିଲରେ ୬୮ ପ୍ରତିଶତ ଥିଲା। ୩୮ ପ୍ରତିଶତ ପାର୍ଟି ସଦସ୍ୟ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସମର୍ଥନ କରନ୍ତି ନାହିଁ ବୋଲି ସର୍ଭେରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri