ଟ୍ରମ୍ପଙ୍କ ଭୟଙ୍କର ଯୋଜନା, ମିଳିବ ଆତଙ୍କବାଦୀଙ୍କ ଭଳି ଦଣ୍ଡ!

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅବୈଧ ପ୍ରବାସୀମାନଙ୍କ ପାଇଁ ଏକ ଭୟଙ୍କର ଯୋଜନା କରିଛନ୍ତି। ଟ୍ରମ୍ପ ଏବେ କୁଖ୍ୟାତ ଗୁଆଣ୍ଟାନାମୋ ସାମରିକ ଜେଲରେ ଅବୈଧ ପ୍ରବାସୀମାନଙ୍କୁ ରଖିବାର ଯୋଜନା ପ୍ରକାଶ କରିଛନ୍ତି। ଗୁଆଣ୍ଟାନାମୋ ବେ ହେଉଛି ସେହି ସାମରିକ କାରାଗାର ଯେଉଁଠାରେ ଆମେରିକା ଉପରେ ହୋଇଥିବା ଭୟଙ୍କର ୯/୧୧ ଆକ୍ରମଣ ପରେ ଆଫଗାନିସ୍ତାନ ଏବଂ ପାକିସ୍ତାନରୁ ଧରାପଡ଼ିଥିବା ଅଲକାଏଦା ସଦସ୍ୟଙ୍କ ସମେତ ଭୟଙ୍କର ଆତଙ୍କବାଦୀ ଏବଂ ସନ୍ଦିଗ୍ଧମାନଙ୍କୁ ବନ୍ଧକ ରଖାଯାଇଥିଲା।
ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ସେ କ୍ୟୁବାର ପୂର୍ବ ପାର୍ଶ୍ୱରେ ଏକ ଜେଲରେ ଅବୈଧ ବିଦେଶୀମାନଙ୍କୁ ରଖିବା ପାଇଁ ଏକ କେନ୍ଦ୍ର ନିର୍ମାଣ କରିବାକୁ ସଂଘୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବେ। ‘ଆମେରିକାର ଲୋକଙ୍କୁ ଧମକ ଦେଉଥିବା ସବୁଠାରୁ ଖରାପ ବିଦେଶୀ ଅପରାଧୀଙ୍କୁ ରଖିବା ପାଇଁ ଗୁଆଣ୍ଟାନାମୋରେ ୩୦,୦୦୦ ଶଯ୍ୟା ଅଛି।

ସେ ଆହୁରି କହିଛନ୍ତି, ‘ସେମାନଙ୍କ ମଧ୍ୟରୁ କେତେକ ଏତେ ଖରାପ ଯେ ଆମେ ସେହି ଦେଶଗୁଡ଼ିକ ଉପରେ ବିଶ୍ୱାସ କରୁନାହୁଁ ଯେ ସେମାନେ ନିଜେ ଏମାନଙ୍କୁ ଧରିବେ ଏବଂ ଆମେ ଚାହୁଁନାହୁଁ ଯେ ସେମାନେ ଫେରି ଆସନ୍ତୁ।’


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?