ଧମକପୂର୍ଣ୍ଣ ପୋଷ୍ଟ କରି ଅଡୁଆରେ ଟ୍ରମ୍ପ, କୋର୍ଟରେ ପିଟିଶନ ଦାଖଲ

ଓ୍ବାଶିଂଟନ୍‌,୫।୮: ଅଡୁଆରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଦିନକୁ ଦିନ ତାଙ୍କ ତାଙ୍କ ଅଡୁଆ ବଢିବାରେ ଲାଗିଛି। ୨୦୨୦ ନିର୍ବାଚନ ଫଳାଫଳକୁ ଅଗ୍ରାହ୍ୟ କରିବାକୁ ଚେଷ୍ଟା କରିବା ମାମଲାରେ ଆଇନଜୀବୀମାନେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କ ବିରୋଧରେ କୋର୍ଟରେ ଏକ ପିଟିଶନ ଦାଖଲ ହୋଇଛି। ନିକଟରେ ଟ୍ରମ୍ପ ଏକ ଧମକପୂର୍ଣ୍ଣ ଲେଖା ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ସେ ଲେଖିଥଲେ, ଯଦି ତୁମେ ମୋତେ ଅନୁସରଣ କରୁଛ ତେବେ ମୁଁ ମଧ୍ୟ ତୁମକୁ ଅନୁସରଣ କରିବି। ଯାହାକୁ ନେଇ ଆଇନଜୀବୀ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।

ୱାଶିଂଟନ ଫେଡେରାଲ କୋର୍ଟରେ ଦାଖଲ ହୋଇଥିବା ଆବେଦନରେ ସ୍ବତନ୍ତ୍ର ପରାମର୍ଶଦାତା ଜ୍ୟାକ ସ୍ମିଥ କହିଛନ୍ତି, ଟ୍ରମ୍ପଙ୍କ ପୋଷ୍ଟ ଚିନ୍ତା ପ୍ରକଟ କରିଛି। ସେ ଗ୍ରାଣ୍ଡ ଜୁରି ଟ୍ରାନ୍ସକ୍ରିପସନ ଭଳି ଗୁପ୍ତ ସାମଗ୍ରୀକୁ ସର୍ବସାଧାରଣରେ ପ୍ରକାଶ କରିପାରନ୍ତି। ଗ୍ରାଣ୍ଡ ଜୁରି ଟ୍ରାନ୍ସକ୍ରିପସନ ଦ୍ୱାରା ସେ ନିଜକୁ ବଞ୍ଚାଇବା ପାଇଁ ସାକ୍ଷ୍ୟ ପ୍ରମାଣ ପ୍ରସ୍ତୁତ କରିଥା’ନ୍ତି। ସରକାରଙ୍କ ତରଫରୁ ମିଳିଥିବା ଗୋପନୀୟ ତଥ୍ୟକୁ ମିଥ୍ୟା କହି ଟ୍ରମ୍ପ ସାକ୍ଷୀମାନଙ୍କୁ ଭୟଭୀତ କରିପାରନ୍ତି ବୋଲି ଆବେଦନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri