୧୯୪ ଆସନରେ ତୃଣମୂଳ ଆଗୁଆ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୯୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୫ଟି ଆସନରେ ଅଗୁଆ ରହିଛି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୪୭ ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ରାଜ୍ୟରେ କ୍ଷମତା ଦଖଲ କରିବାର ଆଶା ଏବେ ଉଜ୍ୱଳ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri