ତୃଣମୂଳର ଡବଲ ସେଞ୍ଚୁରୀ: ଦୁଇ ଅଙ୍କରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳଗୁଡ଼ିକ ୨ଟି ବିଧାନସଭା ଆସନରେ ଆଗୁଅ ରହିଛନ୍ତି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୪୭ ରହିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ତୃତୀୟ ଥର ପାଇଁ କ୍ଷମତା ଦଖଲ କରିବା ପ୍ରାୟ ନିଶ୍ଚିତ ହୋଇଛି। ତୃଣମୂଳ ଡବଲ ସେଞ୍ଚୁରୀ କରିଥିବାବେଳେ ଭାଜପା ୧୦୦ ତଳେ ଦୁୁଇ ଅଙ୍କରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri