ତୃଣମୂଳର ଡବଲ ସେଞ୍ଚୁରୀ: ଦୁଇ ଅଙ୍କରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳଗୁଡ଼ିକ ୨ଟି ବିଧାନସଭା ଆସନରେ ଆଗୁଅ ରହିଛନ୍ତି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୪୭ ରହିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ତୃତୀୟ ଥର ପାଇଁ କ୍ଷମତା ଦଖଲ କରିବା ପ୍ରାୟ ନିଶ୍ଚିତ ହୋଇଛି। ତୃଣମୂଳ ଡବଲ ସେଞ୍ଚୁରୀ କରିଥିବାବେଳେ ଭାଜପା ୧୦୦ ତଳେ ଦୁୁଇ ଅଙ୍କରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୦ ।୬: କଂଗ୍ରେସ ନେତା ସୁବୋଧ କାନ୍ତ ସହାୟ ଜର୍ମାନୀର ଏକଛତ୍ରବାଦୀ ଶାସକ ହିଟଲରଙ୍କ ନାମନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଛନ୍ତି ।...

ଦେବାଶିଷ ପଣ୍ଡା ନୂଆ ଅର୍ଥ ସଚିବ

ନୂଆଦିଲ୍ଲୀ,୧୫।୨: ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ଦେବାଶିଷ ପଣ୍ଡା ନୂଆ ଅର୍ଥ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପଣ୍ଡା ଓଡ଼ିଶା ନିବାସୀ ହୋଇଥିବା...

ପଞ୍ଚମ ଦିନରେ ଅମରନାଥ ଗୁମ୍ଫାରେ ପହଞ୍ଚିଲେ ୧୯ ହଜାର ଶ୍ରଦ୍ଧାଳୁ

ଜମ୍ମୁ,୫ ।୭: ପାଗ ଭଲ ଥିବାରୁ ଅମରନାଥ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ବେଳକୁ ବେଳ ବଢିବାରେ ଲାଗିଛି । ଇତିମଧ୍ୟରେ ୫ମ ଦିନରେ ଅମରନାଥ...

ପିଆଜ ମାଳ ପିନ୍ଧି ପ୍ରଚାର କଲେ ତେଜସ୍ବୀ

ପାଟନା, ୨୬।୧୦: ଦେଶରେ ପିଆଜ କିଲୋ ଆସି ୧୦୦ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ଦେଖିବାକୁ ମିଳିଛି। ଆର୍‌ଜେଡ଼ି ପକ୍ଷରୁ...

କରୋନା ଭାଇରସ୍‌କୁ ଦୂରେଇ ଦେବ ସୂର୍ଯ୍ୟରଶ୍ମି: ଅଶ୍ୱିନୀ ଚୌବେ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବିଶ୍ୱବ୍ୟାପୀ ଏଥିରେ ୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହେଲାଣି। ଏହାସହ ୨ଲକ୍ଷରୁ...

ଜାଫରଙ୍କ ଘର ଉପରେ ଚଢିଲା ବୁଲ୍‌ଡୋଜର

ଲକ୍ଷ୍ନୌ,୧।୩:ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଅଭିଯୁକ୍ତ ଜାଫର ଅହମଦଙ୍କ ଘର ବୁଧବାର ନଗରନିଗମ ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗିଦିଆଯାଇଛି। ଜାଫରଙ୍କ ଘରୁ...

ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ଜଣେ ଯବାନ ଶହୀଦ, ୩ ଆହତ

ଶିମଲା,୨୩।୮: ହିମାଚଳ ପ୍ରଦେଶରେ ଶୁକ୍ରବାର ଏକ ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଏଥିର ଥିବା ଜଣେ ଯବାନ ଶହୀଦ ହେବା ସହ ଅନ୍ୟ...

୮ ଲଶ୍କର ସହଯୋଗୀ ଗିରଫ

ଶ୍ରୀନଗର,୧୧ା୯ (ପି.ଟି./ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ୮ ସହଯୋଗୀ ମଙ୍ଗଳବାର କଶ୍ମୀରରୁ ଗିରଫ ହୋଇଛନ୍ତି। ସେମାନେ ବାରାମୁଲା ଜିଲାର ସୋପୋରରେ ଆତଙ୍କବାଦୀଙ୍କ ଛତ୍ରଛାୟା...

Advertisement
Archives

Model This Week