ତୃପ୍ତି କହିଲେ ୱେଟ୍‌ ଆଣ୍ଡ ୱାଚ୍‌

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଅଭିନେତା ବାବୁସାନ୍‌ ମହାନ୍ତି ଓ ତାଙ୍କ ସ୍ତ୍ରୀ ତୃପ୍ତି ଶତ୍‌ପଥୀଙ୍କ ପାରିବାରିକ କଳହର ସମାଧାନ ପାଇଁ ସମସ୍ତେ ଚାହାନ୍ତି। ପ୍ରଂଶସକଠାରୁ ଆରମ୍ଭ କରି ସମ୍ପର୍କୀୟ ସମସ୍ତେ ଚାହାନ୍ତି ବାବୁ – ତୃପ୍ତି ଏକ ହୋଇଯାନ୍ତୁ। ଏ ନେଇ ଆପୋସ ସମାଧାନ ପାଇଁ ଶୁକ୍ରବାର ବାବୁସାନଙ୍କ ସମ୍ପର୍କୀୟ ତୃପ୍ତିଙ୍କ ଘରକୁ ଯାଇଥିବା ଜଣାପଡ଼ିଛି। ଏହି ସମୟରେ ତୃପ୍ତି ୱେଟ୍‌ ଆଣ୍ଡ ୱାଚ କହିଥିଲେ । ଏ ନେଇ ତୃପ୍ତିଙ୍କ ମାଉସୀ କହିଛନ୍ତି ଯେ, ‘ଆମ ଘରକୁ ବାବୁସାନଙ୍କ ସମ୍ପର୍କୀୟ ଆଲୋଚନା ପାଇଁ ଆସିଥିଲେ। ଝିଅ ତୃପ୍ତି ଓ ନାତିର ସ୍ବାସ୍ଥ୍ୟ କଥା ମଧ୍ୟ ପଚାରି ବୁଝିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri