ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ

ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍‌ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ ଧୀରେ ଧୀରେ ଭାରତବର୍ଷରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏପରିକି ଧନ୍‌ତେରସରେ ଧନପ୍ରାପ୍ତି ଓ ପାରିବାରିକ ଶାନ୍ତି (ଗୃହକୁ ଲକ୍ଷ୍ମୀ ପ୍ରବେଶ କରିଥାନ୍ତି) ପାଇଁ ନିଜ ନିଜର ସକ୍ଷମ ଅନୁସାରେ ଲୋକେ ସୁନା କିଣିଥାନ୍ତି। ଏପରିକି ସୁନା ନିଷେଧ ବର୍ଗର ଲୋକମାନେ ରୁପା, ହୀରା ଓ ଅନ୍ୟ ମୂଲ୍ୟବାନ୍‌ ଅଳଙ୍କାର ସାଙ୍ଗକୁ ପିତଳ ଓ ତମ୍ବାର ବାସନକୁସନ ମଧ୍ୟ କିଣିଥାନ୍ତି ବୋଲି ଶାସ୍ତ୍ର ବିଶାରଦମାନେ ମତବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ଧନପ୍ରାପ୍ତି ଓ ରୋଗ ଦାଉରୁ ବର୍ଷ ତମାମ ମୁକ୍ତି ପାଇବା ଆଶାରେ ଲୋକେ ଉଭୟ ଲୋକକଥା ଓ ପୁରୁଣା ଗାଥାକୁ ବିଶ୍ୱାସକୁ ନେଇ ଧନ୍‌ତେରସକୁ ଏକ ପର୍ବ ଭାବେ ପାଳନ କରୁଛନ୍ତି। କାରଣ ଜୀବନର ସବୁଠାରୁ ବଡ ଧନ ଉତ୍ତମ ସ୍ବାସ୍ଥ୍ୟ ନୀରୋଗ ଜୀବନ ହୋଇଥାଏ ବୋଲି କୁହାଯାଏ। ଉଲ୍ଲେଖଯୋଗ୍ୟ , ବ୍ରହ୍ମଲୋକରେ ଚିକିତ୍ସକ ଭାବେ ଜଣାଶୁଣା ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ପୂଜା କଲେ ଉଭୟ ଧନପ୍ରାପ୍ତି ଓ ନୀରୋଗ (ଉତ୍ତମ ସ୍ବାସ୍ଥ୍ୟ) ରହି ସୁଖରେ ଜୀବନଯାପନର ସୌଭାଗ୍ୟ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri