ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ

ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍‌ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ ଧୀରେ ଧୀରେ ଭାରତବର୍ଷରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏପରିକି ଧନ୍‌ତେରସରେ ଧନପ୍ରାପ୍ତି ଓ ପାରିବାରିକ ଶାନ୍ତି (ଗୃହକୁ ଲକ୍ଷ୍ମୀ ପ୍ରବେଶ କରିଥାନ୍ତି) ପାଇଁ ନିଜ ନିଜର ସକ୍ଷମ ଅନୁସାରେ ଲୋକେ ସୁନା କିଣିଥାନ୍ତି। ଏପରିକି ସୁନା ନିଷେଧ ବର୍ଗର ଲୋକମାନେ ରୁପା, ହୀରା ଓ ଅନ୍ୟ ମୂଲ୍ୟବାନ୍‌ ଅଳଙ୍କାର ସାଙ୍ଗକୁ ପିତଳ ଓ ତମ୍ବାର ବାସନକୁସନ ମଧ୍ୟ କିଣିଥାନ୍ତି ବୋଲି ଶାସ୍ତ୍ର ବିଶାରଦମାନେ ମତବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ଧନପ୍ରାପ୍ତି ଓ ରୋଗ ଦାଉରୁ ବର୍ଷ ତମାମ ମୁକ୍ତି ପାଇବା ଆଶାରେ ଲୋକେ ଉଭୟ ଲୋକକଥା ଓ ପୁରୁଣା ଗାଥାକୁ ବିଶ୍ୱାସକୁ ନେଇ ଧନ୍‌ତେରସକୁ ଏକ ପର୍ବ ଭାବେ ପାଳନ କରୁଛନ୍ତି। କାରଣ ଜୀବନର ସବୁଠାରୁ ବଡ ଧନ ଉତ୍ତମ ସ୍ବାସ୍ଥ୍ୟ ନୀରୋଗ ଜୀବନ ହୋଇଥାଏ ବୋଲି କୁହାଯାଏ। ଉଲ୍ଲେଖଯୋଗ୍ୟ , ବ୍ରହ୍ମଲୋକରେ ଚିକିତ୍ସକ ଭାବେ ଜଣାଶୁଣା ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ପୂଜା କଲେ ଉଭୟ ଧନପ୍ରାପ୍ତି ଓ ନୀରୋଗ (ଉତ୍ତମ ସ୍ବାସ୍ଥ୍ୟ) ରହି ସୁଖରେ ଜୀବନଯାପନର ସୌଭାଗ୍ୟ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri