Posted inଜାତୀୟ

ସତ୍ୟ-ସାହସ-ବଳିଦାନ, ଗାନ୍ଧୀ ପରିବାରର ଶକ୍ତି: ରାହୁଲ…

ନୂଆଦିଲ୍ଲୀ,୨୭।୩ : ନିଜ ଟୁଇଟର ବାୟୋରେ ଅଯୋଗ୍ୟ ଏମ୍‌ପି ଲେଖି ପରିବର୍ତ୍ତନ କରିବାର ଗୋଟିଏ ଦିନ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ନେଇ ଗାନ୍ଧୀ ପରିବାରର ଉତ୍ତରାଧିକାରୀ ତଥା ଶକ୍ତି ଉପରେ ଆଲୋକପାତ କରିଛନ୍ତି। ଏହି ନୂତନ ପୋଷ୍ଟରେ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ମନ୍ତବ୍ୟ ସମ୍ପର୍କରେ ଉଲ୍ଲେଖ କରିଛନ୍ତି।

ପ୍ରିୟଙ୍କା ରାଜୀବ ଗାନ୍ଧୀଙ୍କ ଅନ୍ତିମ ସଂସ୍କାର ସମ୍ପର୍କରେ କହିଥିଲେ ଯେ, ରାହୁଲ ରାଜୀବ ଗାନ୍ଧୀଙ୍କ ମୃତଦେହକୁ ନେଇ ସେନା ଟ୍ରକ ପଛରେ ଚାଲିବାକୁ ଜିଦ ଧରିଥିଲେ। ଏହାର ଏକ ଭିଡ଼ିଓ ମଧ୍ୟ ପୋଷ୍ଟ କରାଯାଇଛି। ଭିଡିଓ ରାହୁଲ ଗାନ୍ଧୀ କ୍ୟାପଶନରେ ଲେଖିଛନ୍ତି, ପ୍ରକୃତ ସତ୍ୟ ଳସାହସ ଏବଂ ବଳିଦାନ ଏହା ଗାନ୍ଧୀ ପରିବାର ଐତିହ୍ୟ ଏବଂ ଏହା ଆମର ଶକ୍ତି।

ଏହି ଭିଡିଓରେ ରାଜୀବ ଗାନ୍ଧୀଙ୍କ ଅନ୍ତିମ ସଂସ୍କାରର ଦୃଶ୍ୟ ରହିଛି, ଯେଉଁଥିରେ ତାଙ୍କ ଶରୀର ତ୍ରିରଙ୍ଗାରେ ଘୋଡ଼ା ଯାଇଛି। ପ୍ରାୟ ୧୦ ମାଇଲ ଦୂର ରାଜୀବ ଗାନ୍ଧୀଙ୍କ ଶେଷ ଯାତ୍ରାରେ ଲକ୍ଷ ଲକ୍ଷ ଲୋକ ଭାଗ ନେଇଥିଲେ। ସେହି ଦିନକୁ ମନେ ପକାଇ ପ୍ରିୟଙ୍କା କହିଛନ୍ତି, ମୋର ମନେ ଅଛି ଯେ ୩୨ ବର୍ଷ ପୂର୍ବେ ରାହୁଲ ମୋ ବାପାଙ୍କ ମୃତଦେହ ନେଇ ଯାଉଥିବା ସେନା ଟ୍ରକକୁ ଅନୁସରଣ କରିବାକୁ ଜିଦ ଧରିଥିଲେ। ସେ ଖରାରେ ଟ୍ରକ ପଛରେ ଚାଲଥିଲେ। ଶାସକ ଦଳ ଭାଜପା ମୋ ବାପାଙ୍କୁ ଅପମାନିତ କରିଛି, ଯିଏ ନିଜ ଜୀବନର ବଳିଦାନ ଦେଇଛନ୍ତି। ବର୍ତ୍ତମାନ ସେଭଳି ଶହୀଦଙ୍କ ପୁଅକୁ ଦେଶଦ୍ରୋହୀ କୁହାଯାଉଛି। ତାଙ୍କର ଦେଶପ୍ରେମ ଉପରେ ପ୍ରଶ୍ନ ଉଠିଛି। ତାଙ୍କୁ ମିର ଜାଫର କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri