ଗାଜା ହସପିଟାଲ ଆକ୍ରମଣର ପଛରେ ରହିଛି କାହାର ହାତ? ଯେଉଁଥିରେ ଚାଲିଗଲା ୫୦୦ ଲୋକଙ୍କ ଜୀବନ, ଜାଣନ୍ତୁ କ’ଣ କହୁଛନ୍ତି ବିଭିନ୍ନ ଦେଶ

ନୂଆଦିଲ୍ଲୀ, ୧୮।୧୦: ଗାଜାର ଅଲ-ଅହଲୀ ହସପିଟାଲରେ କଥିତ ଇସ୍ରାଏଲି ଆକ୍ରମଣ ଏୟାର ଷ୍ଟ୍ରାଇକରେ ଅତି କମରେ ୫୦୦ ଲୋକେ ମୃତ୍ୟୁ ବରଣ କରିଛନ୍ତି । ଅନେକ ମୁସଲିମ ଦେଶ ଇସ୍ରାଏଲକୁ ଏଥିପାଇଁ ଦାୟୀ କରୁଥିବା ବେଳେ , ଇସ୍ରାଏଲ ଏହି ଦାବୀକୁ ଖଣ୍ଡନ କରିଛି । ଇସ୍ରାଏଲ ଏଥିପାଇଁ ପାଲେଷ୍ଟାଇନର ଆତଙ୍କବାଦୀ ସଙ୍ଗଠନକୁ ଦାୟୀ କରିଛି। ଇସ୍ରାଏଲି ଡିଫେନ୍ସ ଫୋର୍ସ ଏକ୍ସ ରେ ଲେଖିଛନ୍ତି, ‘ ଆଇଡିଏଫର ବ୍ଲିଶେଷଣ ଏବଂ ଗୁଇନ୍ଦା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପାଲେଷ୍ଟାଇନର ଆତଙ୍କବାଦୀମାନେ ହସପିଟାଲ ଉପରେ ଏହି ଆକ୍ରମଣ କରିଛନ୍ତି।

ଏହା ବ୍ୟତୀତ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟହୁ କହିଛନ୍ତି ଯେ, ”ଏହା ପୁରା ଦୁନିଆକୁ ଜଣା ପଡୁ କି ଗାଜା ଆକ୍ରମଣରେ ଅମାନୁଷିକ ଆତଙ୍କବାଦୀମାନେ ଥିଲେ। ଯେଉଁମାନେ ଗାଜା ହାସପିଟାଲ ଉପରେ ଆକ୍ରମଣ କରିଥିଲେ, ନା କି ଇସ୍ରାଏଲଇ ସୈନ୍ୟମାନେ। ଏହା ସହିତ ସେ କହିଛନ୍ତି ଯେ , ଯେଉଁମାନେ ଆମର ପିଲା ମାନଙ୍କୁ ହତ୍ୟା କରିଥିଲେ ସେମାନେ ଏବେ ନିଜର ପିଲାଙ୍କୁ ହତ୍ୟା କରୁଛନ୍ତି।”

କ’ଣ କହିଲେ ବିଶ୍ୱର ନେତାମାନେ

ମଧ୍ୟପ୍ରାଚ୍ୟ ଦେଶ କତାର, ଇଜିପ୍ଟ ସରକାର ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି, ଏବଂ ମନୁଷ୍ୟକୃତ୍ୟ ସଙ୍କଟ ଉପରେ ଚିନ୍ତା ପ୍ରକଟ କରିଛନ୍ତି। ତୁର୍କୀ ରାଷ୍ଟ୍ରପତି ରିସେପ ତାଇପେ ଏର୍ଡୌଗାନୋ ମଧ୍ୟ ହାସପିଟାଲ ଆକ୍ରମଣକୁ ନିନ୍ଦା କରିଛନ୍ତି। ଏପରିକି କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏହି ଘଟଣାର ନିନ୍ଦା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri