ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…

ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ଏକ ରିପୋର୍ଟ ଅନୁସାରେ ଚାଇନାରେ ୪ ବର୍ଷ ତଳେ ୨୦୧୬-୧୭ରେ କରୋନା ଭୁତାଣୁ ସଂକ୍ରମଣ ହୋଇଥିଲା। ତେବେ ଚାଇନା ଜାଣିଶୁଣି ଏହି ଖବରକୁ ଲୁଚାଇ ରଖିଥିଲା। ସେତେବେଳେ ଚାଇନାରେ ୨୫ ହଜାର ଘୁଷୁରିଙ୍କୁ ହତ୍ୟା କରାଯାଇଥିଲା। ମାତ୍ର ଏସମ୍ପର୍କରେ ପ୍ରଘଟ ନ କରିବାକୁ ପ୍ରଶାସନ ପକ୍ଷରୁ କଡ଼ା ତାଗିଦ୍‌ କରାଯାଇଥିଲା। ଏହାକୁ ସ୍ବାଇନ୍‌ ଆକ୍ୟୁଟ୍‌ ଡାଇରିହା ସିଣ୍ଡ୍ରୋମ୍‌ କରୋନା ଭାଇରସ୍‌-ଏସ୍‌ଏଡିଏସ୍‌-କୋଭ୍‌ ଭାବେ ନାମିତ କରାଯାଇଥିଲା। ତେବେ ଏଥିରେ ମନୁଷ୍ୟ ଆକ୍ରାନ୍ତ ହୋଇ ନ ଥିଲେ। କିନ୍ତୁ ବୈଜ୍ଞାନିକ ପ୍ରାଣୀଙ୍କଠାରେ ଥିବା ଭୁତାଣୁ ଦିନେ ଯେ ମହାମାରୀ ସୃଷ୍ଟି କରିବ ତାହାର ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri