Posted inଫୁରସତ

ସୁନାମି ସଚେତନତା ନିହାତି ଜରୁରୀ

ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭାର ୨୨ ଡିସେମ୍ବର ୨୦୧୫ରେ ଘୋଷଣା ହେବା ପରେ ବିଶ୍ୱ ସୁନାମି ଦିବସ ପ୍ରଥମ ଥର ପାଇଁ ୫ ନଭେମ୍ବର ୨୦୧୬ରେ ପାଳନ କରାଯାଇଥିଲା। ସମସ୍ତ ଦେଶକୁ ଏହି ପ୍ରାକୃତିକ ବିପର୍ଯ୍ୟୟ ବିଷୟରେ ସଚେତନତା ସୃଷ୍ଟି କରିବାକୁ ମିଳିତ ଜାତିସଂଘ ଆହ୍ବାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri