ପାକିସ୍ତାନ ସହ ଟିଟିପି ଆତଙ୍କବାଦୀ ଲିଙ୍କ୍‌ର ପର୍ଦ୍ଦାଫାଶ…

ଜେନେଭା,୨୩।୩ : ଜେନେଭାରେ ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୨ ତମ ଅଧିବେଶନରେ ପାକିସ୍ତାନର ଆତଙ୍କବାଦୀ ଲିଙ୍କ୍‌ର ପୁଣି ଥରେ ପର୍ଦ୍ଦାଫାଶ ହୋଇଛି। ପାସ୍ତୁନ ରାଜନୈତିକ କାର୍ଯ୍ୟକର୍ତ୍ତା ତେହେରିକ-ଇ-ତାଲିବାନ ପାକିସ୍ଥାନ (ଟିଟିପି) ସହିତ ପାକିସ୍ତାନର ଘନିଷ୍ଠ ସମ୍ପର୍କକୁ ପ୍ରକାଶ କରିଛନ୍ତି।

ପାକିସ୍ତାନ କାର୍ଯ୍ୟକର୍ତ୍ତା ଫଜଲ-ଉର-ରେହମାନ ଆଫ୍ରିଦି କହିଛନ୍ତି ଯେ ଖାଇବର ପାସ୍ତୁନଖ୍ବା (କେପିକେ) ପାକିସ୍ତାନରେ ଖରାପ ହେଉଥିବା ସୁରକ୍ଷା ପରିସ୍ଥିତିକୁ ନେଇ ପରିଷଦର ଦୃଷ୍ଟି ଆକର୍ଷଣ କରିବାକୁ ଚାହୁଁଛୁ। ସେ କହିଛନ୍ତି ଯେ ଶରିୟା ଆଇନ ଅନୁଯାୟୀ ପରିଚାଳିତ ହେବାକୁ ଥିବା ପୂର୍ବତନ ଏଫଏଟିଏ କୁ ଟିଟିପିକୁ ହସ୍ତାନ୍ତର କରିବାକୁ ପାକିସ୍ତାନ ରାଜ୍ୟ ଏବଂ ତେହେରିକ-ଇ-ତାଲିବାନ ପାକିସ୍ଥାନ (ଟିଟିପି) ମଧ୍ୟରେ ଘୋଷିତ ଚୁକ୍ତି ସମ୍ପର୍କରେ ଆମେ ଆମର ଉଦବେଗ ପ୍ରକାଶ କରୁଛୁ।

ସେ ପରିଷଦକୁ କହିଛନ୍ତି ଯେ ଏହି ଚୁକ୍ତି ଅନୁଯାୟୀ ପ୍ରାୟ ୪୪,୦୦୦ ଟିଟିପି ଆତଙ୍କବାଦୀ ଏବଂ ସେମାନଙ୍କ ପରିବାରକୁ କେପିଏକରେ ଥଇଥାନ କରାଯିବ। ହଜାର ହଜାର ପାସ୍ତୁନ, ବିଶେଷକରି ପାସ୍ତୁନ ସୁରକ୍ଷା ଆନ୍ଦୋଳନ ଏହି ଚୁକ୍ତି ବିରୋଧରେ ପାକିସ୍ତାନରେ ପ୍ରଦର୍ଶନ କରିଛନ୍ତି ଏବଂ ସେମାନଙ୍କ ଜମି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri