ପାକିସ୍ତାନର ସୁରକ୍ଷା ବାହିନୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ୬ଯବାନ ମୃତ

ଇସଲାମବାଦ,୨୨।୮: ପୁଣି ପାକିସ୍ତାନର ସୁରକ୍ଷା ବାହିନୀଙ୍କୁ ଆକ୍ରମଣ ଆତଙ୍କବାଦୀ। ତେହେରିକ-ଏ-ତାଲିବାନ ପାକିସ୍ଥାନ(ଟିଟିପି)ର ଆତଙ୍କବାଦୀମାନେ ପାକିସ୍ତାନର ଖେବର ପଖତୁନଖଓ୍ବାରେ ସୁରକ୍ଷା ବାହିନୀର ଏକ ଦଳ ଉପରେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୬ ପାକିସ୍ତାନୀ ଯବାନ ଓ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମଙ୍ଗଳବାର ସେନା ଏହି ସୂଚନା ଦେଇଛି।

ଇଣ୍ଟର-ସର୍ଭିସେସ ପବ୍ଲିକ ରିଲେସନ୍ସ (ଆଇଏସପିଆର) କହିଛି ଯେ, ଏହି ଆକ୍ରମଣ ଆଫଗାନିସ୍ତାନ ସୀମାବର୍ତ୍ତୀ ଦକ୍ଷିଣ ୱାଜିରିସ୍ତାନ ଆଦିବାସୀ ଜିଲାର ଆସମାନ ମଞ୍ଜା ଅଞ୍ଚଳରେ ଘଟିଛି। ଏହି ଆକ୍ରମଣରେ ସଶସ୍ତ୍ର ଟିଟିପି ଆତଙ୍କବାଦୀମାନେ ଏକ ଦଳକୁ ଆଖିବୁଜା ଗୁଳିମାଡ କରିଥିଲେ। ଯେଉଁଥିରେ ୬ଯବାନଙ୍କ ମୃତ୍ୟୁ ହୋଇଥିଲା।

ସେନା ମଧ୍ୟ ସେମାଦଙ୍କୁ ପ୍ରତିରୋଧ କରିଥିଲା। ସେନାର ଆକ୍ରମଣରେ ୪ ଆତଙ୍କବାଦୀ ନିହତ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଟିଟିପି ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri