Posted inରାଜ୍ୟ

ଯକ୍ଷ୍ମା ନିରାକରଣ: ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଯକ୍ଷ୍ମା ନିରାକରଣରେ ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ ସ୍ଥାନରେ ରହିଛି। ଏନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ୨୦୧୮ରେ ଓଡ଼ିଶା ଏ କ୍ଷେତ୍ରରେ ୨୫ ର଼୍ୟାଙ୍କ୍‌ରେ ରହିଥିଲା। ରୋଗ ଚିହ୍ନଟ, ପରୀକ୍ଷଣ ସୁବିଧା ଓ ଚିକିତ୍ସାରେ ବ୍ୟାପକ ପଦକ୍ଷେପ ନିଆଯିବାରୁ ୨୦୨୦ରେ ଯକ୍ଷ୍ମା ନିରାକରଣ ପ୍ରୟାସରେ ଓଡ଼ିଶା ଭାରତରେ ଦ୍ୱିତୀୟ ର଼୍ୟାଙ୍କ୍‌ ପାଇଛି। ଏଥିସହିତ ରାଜ୍ୟର ୪ଟି ଜିଲା ଦେଶର ସମସ୍ତ ଜିଲା ମଧ୍ୟରେ ଶ୍ରେଷ୍ଠ ୧୦ ଭିତରେ ରହିଛି। ସୋନପୁର ଦ୍ୱିତୀୟ ର଼୍ୟାଙ୍କ୍‌ରେ ଥିବାବେଳେ ଦେବଗଡ଼ ତୃତୀୟ, ଜଗତ୍‌ସିଂହପୁର ପଞ୍ଚମ ଓ ବୌଦ୍ଧ ଷଷ୍ଠ ସ୍ଥାନରେ ରହିଛି। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଏହି ପ୍ରଭାବୀ ପ୍ରଦର୍ଶନ ପାଇଁ ରାଜ୍ୟ ତଥା ଜିଲା ଯକ୍ଷ୍ମା ଦଳ (ଟିବି ଟିମ୍‌)କୁ ଅଭିନନ୍ଦନ ଜଣାଇଛି ସ୍ବାସ୍ଥ୍ୟ ବିଭାଗ। ୨୦୨୫ ସୁଦ୍ଧା ରାଜ୍ୟରୁ ଯକ୍ଷ୍ମାକୁ ସମ୍ପୂର୍ଣ୍ଣ ହଟାଇବାକୁ କେନ୍ଦ୍ର ସରକାରଙ୍କ ଏନ୍‌ଟିଇପି କାର୍ଯ୍ୟକ୍ରମର ଯାହା ଲକ୍ଷ୍ୟ ରହିଛି ତାହାକୁ ହାସଲ କରିବାକୁ ଆଶା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri