Posted inଜାତୀୟ

ବୟସ୍କଙ୍କ ପାଇଁ ଆସିବ ଯକ୍ଷ୍ମା ଟିକା

ହାଇଦ୍ରାବାଦ,୨୪।୩ : ଦୂରେଇବ ଯକ୍ଷ୍ମା। ଦେଶରେ ବୟସ୍କଙ୍କ ପାଇଁ ଖୁବ୍‌ଶୀଘ୍ର ଯକ୍ଷ୍ମା ଟିକା ଉପଲବ୍ଧ ହେବାକୁ ଯାଉଥିବା ଜଣାପଡିଛି। ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିଃ ଏହି ଟିକା ଏମ୍‌ଟିବିଭାକ୍‌ର କ୍ଲିନିକାଲ ପରୀକ୍ଷା ଆରମ୍ଭ କରିଥିବା ରବିବାର ସୂଚନା ଦେଇଛି। ଏହି ପ୍ରଥମ ଯକ୍ଷ୍ମା ଟିକା, ଯାହାକୁ ସ୍ପେନ୍‌ର ବାୟାଫାର୍ମା କମ୍ପାନୀ ବାୟୋଫାବ୍ରି ଦ୍ୱାରା ମାନବ ଉତ୍ସରୁ ପ୍ରାପ୍ତ ହୋଇଥିବା ଭାରତ ବାୟୋଟେକ୍‌ ପକ୍ଷରୁ କୁହାଯାଇଛି।
ଏହି ଟିକା ଆସିବା ପରେ କିଶୋର କିଶୋରୀ ଏବଂ ବୟସ୍କମାନେ ଯକ୍ଷ୍ମା ଭଳି ମାରାତ୍ମକ ରୋଗରୁ ମୁକ୍ତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌...

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri