ଫେରିବ ପଥୋତ୍ସବ: ସକାଳ ସାଢ଼େ ୭ଟାରୁ ୧୦ ଯାଏ ଚାଲିବ

ଭୁବନେଶ୍ୱର,୨୮ା୧୦: ମୌସୁମୀ ଫେରିବା ପରେ ରାଜଧାନୀ ଭୁବନେଶ୍ୱରକୁ ସଅଳ ଶୀତ ଋତୁକୁ ଟାଣି ଆଣିଛି ବାତ୍ୟା ଦାନା। ସକାଳୁ ସକାଳୁ କୁହୁଡି ଦେଖିବାକୁ ମିଳୁଥିବା ବେଳେ ରାତିରେ ଥଣ୍ଡା ମଧ୍ୟ ଅନୁଭୂତ ହେଉଛି। ଏଭଳି ଶୀତୁଆ ପାଗକୁ ଆହୁରି ମଜାଦାର କରିବାକୁ ଖୁବଶୀଘ୍ର ରାଜଧାନୀକୁ ଫେରୁଛି ପଥୋତ୍ସବ।

ମଙ୍ଗଳବାର ଦିନ ମାଷ୍ଟରକାଣ୍ଟିନ୍ ଛକରୁ ରାମ ମନ୍ଦିର ଛକ ଦେଇ ପ୍ରଦର୍ଶନୀ ପଡ଼ିଆ ଯାଏ ପଥୋତ୍ସବ କରାଯିବ। ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟକ୍ରମ କରାଯିବ। ଏଥିସହ ୱାକାଥନ୍ ମଧ୍ୟ ହେବ। ସକାଳ ସାଢ଼େ ୭ଟାରୁ ୧୦ ଯାଏ ଏହି କାର୍ଯ୍ୟକ୍ରମ ହେବ।

ଏନେଇ ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଭୋଟର ସଚେତନତା ତଥା ନୂଆ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ଏପରି ପ୍ରୟାସ କରାଯାଇଛି। ମଙ୍ଗଳବାର ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୧୭ରୁ ୧୮ ବର୍ଷ ବୟସର ପିଲାମାନେ ୱାକାଥନ୍‌ରେ ବହୁଳ ମାତ୍ରାରେ ସାମିଲ ହେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ରାସ୍ତାରେ ପଡି ଗୁରୁତର ସାଇକେଲ ଆରୋହିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଡାକ୍ତରଖାନାରେ ମୃତ୍ୟୁ

ଲାଞ୍ଜିଗଡ଼,୧୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବିଜେପୁର-ବିଶ୍ୱନାଥପୁର ମୁଖ୍ୟ ରାସ୍ତାର ଖଜୁରଗୁଡା ଗାଁ ମାଣ୍ଡିଆ ରୁଚା ନିକଟରେ ଏକ ସାଇକେଲ ଆରୋହି...

ସଂଗ୍ରାମୀ ନେତାଙ୍କୁ ଆଜି ବି ଝୁରେ ସାନଖେମୁଣ୍ଡି: ସେ ଥିଲେ କୃଷକ ଆନ୍ଦୋଳନର କର୍ଣ୍ଣଧାର

ଦିଗପହଣ୍ଡି,୧୬।୧୧(ଅଶେଷ ନାଥ ମିଶ୍ର): ବିଶିଷ୍ଟ କମ୍ୟୁନିଷ୍ଟ ନେତା ତଥା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ସାଥୀ ଉଦୟ ଚନ୍ଦ୍ର ପାତ୍ରଙ୍କ ୨୫ ତମ ଶ୍ରାଦ୍ଧ...

୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର

ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ...

‘ଫ୍ଲେଶ୍‌’ର ସ୍ରଷ୍ଟା

ହିତ୍ୟ କ୍ଷେତ୍ରରେ ବିଶ୍ୱର ସର୍ବମାନ୍ୟ ନୋବେଲ ପୁରସ୍କାର ପରେ ବୁକର୍‌ ପ୍ରାଇଜ୍‌ର ମର୍ଯ୍ୟାଦା ରହିଛି। ପ୍ରତିବର୍ଷ ଏହି ସମୟକୁ ସାହିତି୍ୟକ ଓ ସାହିତ୍ୟପ୍ରେମୀ ଅନାଇ ବସିଥାଆନ୍ତି...

ବାଜେଲୋକଙ୍କ ଜୟଗାନ

ଚଣ୍ଡ ଘୃଣା ସହ ଅଜସ୍ର ବିରକ୍ତି ସୂଚକ ‘ବାଜେଲୋକ’ର ଏ ଉଚ୍ଚାରଣ ଯେଉଁ ଚରିତ୍ର ପାଇଁ ଅଭିପ୍ରେତ, ତାଙ୍କର ପୁଣି ଜୟଗାନ। ଜଣଙ୍କ ପ୍ରତି ଅତୃପ୍ତି...

ନୂତନ ଭାରତର ସ୍ଥିତି

କିଛିବର୍ଷ ପୂର୍ବେ ନୀତି ଆୟୋଗ କହିଥିଲେ, ଭାରତର ର଼୍ୟାଙ୍କ ସୂଚିତ ହୋଇଥିବା ସମସ୍ତ ଅଣତିରିଶ(ପରବର୍ତ୍ତୀ ସମୟରେ ୩୨ ହୋଇଛି) ବିଶ୍ୱ ସୂଚକାଙ୍କ ପାଇଁ ଗୋଟିଏ ଏକକ,...

ନୂଆପଡ଼ା ଉପନିର୍ବାଚନ ପରେ ରାଜନୈତିକ ପରିବର୍ତ୍ତନର ସମ୍ଭାବନା, ଭାଙ୍ଗିଯିବ…

ଭୁବନେଶ୍ୱର,୧୬ା୧୧(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ଫଳାଫଳ ଆସିବା ପରେ ଓଡ଼ିଶା ରାଜନୀତିରେ ଅନେକ ରାଜନୈତିକ ଅଙ୍କ ବଦଳିବା ନେଇ ଏବେଠାରୁ ଚର୍ଚ୍ଚା ହେଲାଣି। ଯଦିଓ ଏବେ...

ଡିଏସ୍‌ପି, ଆଇଆଇସିଙ୍କ ବଦଳି ଅଙ୍କ ଛିଣ୍ଡୁନି

ଭୁବନେଶ୍ୱର,୧୬ା୧୧(ତ୍ରିନାଥ ମହାନ୍ତି): ରାଜ୍ୟ ପୋଲିସ ବିଭାଗରେ ସବୁକିଛି ଠିକ୍‌ଠାକ୍‌ ଚାଲିନାହିଁ। ଡିଏସ୍‌ପି, ଆଇଆଇସିଙ୍କ ବଦଳି ଓ ନୂଆ ଦାୟିତ୍ୱକୁ ନେଇ ଅଙ୍କ ଛିଣ୍ଡୁନି। ଫଳରେ ପଦୋନ୍ନତି...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri