ସନ୍ତୋଷପୁର ମଣ୍ଡଳ ସଭାପତି ହେଲେ ଟୁକୁନା ସାହୁ, କହିଲେ ଦଳୀୟ ସଂଗଠନକୁ…

ଗଞ୍ଜାମ,୯ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କୁଶପଲି ଭାଜପା ଯୁବନେତା ଟୁକୁନା ସାହୁ ସନ୍ତୋଷପୁର ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ ଓ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି। ଦଳୀୟ ସଂଗଠନ ପ୍ରତି ଗୁରୁତ୍ୱ ଦେବି ଏବଂ ତୃଣମୂଳସ୍ତରୀୟ କର୍ମୀଙ୍କ ସୁଖଦୁଃଖରେ ସାମିଲ ହେବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଭାଜପା ଯୁବନେତା ଟୁକୁନା। ତାଙ୍କର ବଳିଷ୍ଠ ନେତୃତ୍ୱରେ ସେ ସନ୍ତୋଷପୁର ପଞ୍ଚାୟତରେ ଅନେକ ଜନକଲ୍ୟାଣକାରୀ କାର୍ଯ୍ୟ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ବିଭିନ୍ନ ସମୟରେ ଲୋକଙ୍କ ସୁଖଦୁଃଖରେ ସାମିଲ ହୋଇ ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଛନ୍ତି। ମଣ୍ଡଳ ସଭାପତି ଭାବେ ଚୟନ ହେବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri